ବଡ଼ ପଦକ୍ଷେପ: ଆଉ ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟ ସରକାର ଆଉ ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ବିଶେଷକରି ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେମାନଙ୍କ ମଧ୍ୟରେ ନିମାପଡ଼ାର ପୂର୍ବତନ ତହସିଲଦାର ରାମଚନ୍ଦ୍ର ଜେନା ସାମିଲ ଅଛନ୍ତି । ନିକଟରେ ରାମଚନ୍ଦ୍ରଙ୍କ ଘରେ ଭିଜିଲାନ୍ସ ରେଡ କରିଥିଲା। ବିପୁଳ ସମ୍ପତ୍ତି ଠାବ ସହ ରାମ ଓ ତାଙ୍କ ଭାଇ ଲକ୍ଷ୍ମଣଙ୍କୁ ଗିରଫ କରିଥିଲା ଭିଜିଲାନ୍ସ। ତାଙ୍କ ବ୍ୟତିତ ଜଗତସିଂହପୁରର ପୂର୍ବତନ ଡେପୁଟୀ କଲେକ୍ଟର ଗୌରାଙ୍ଗ ମହାନ୍ତି, ବରଗଡ଼ ଅମ୍ବାଭୋନାର ବିଡିଓ ଆଲଫୋନ୍ସ ବିଲୁଙ୍ଗ,କେନ୍ଦୁଝର ବୈତରଣୀ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ ବିଧାନ ସାହୁ, ଲାଞ୍ଜିଗଡ଼ ବ୍ଲକ ସିଡିପିଓ ମୀନା ପାତ୍ର, ଥୁଆମୂଳ ରାମପୁର ବ୍ଲକ ସିଡିପିଓ ପୁଷ୍ପାଞ୍ଜଳି ରଥ, ଦେବଗଡ଼ର ପୂର୍ବତନ ଅବକାରୀ ଉପଅଧୀକ୍ଷକ ଅଜିତ ମହାପାତ୍ର, ଭଦ୍ରକ ଜିଲା ତିହିଡ଼ି ବ୍ଲକ କ୍ୟାସିଅର ପ୍ରଭାକର ପ୍ରଧାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି

ନୂଆଦିଲ୍ଲୀ,୨୬।୫:  ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri