ସାର ଯୋଗାଣ , କଳାବଜାର ବନ୍ଦ କରିବା ଦାବିରେ ବଡ଼ ପଦକ୍ଷେପ, ତହସିଲଦାରଙ୍କୁ…

ଗଞ୍ଜାମ,୩।୯(ବିଦ୍ୟାଧର ସାହୁ ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ପକ୍ଷରୁ ଗଞ୍ଜାମ ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ରଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯାଇଛି । ଧାନ ରୁଆ ବେଉଷା ଚାଲିଥିବା ବେଳେ ସାର ମିଳୁ ନାହିଁ । ୟୁରିଆ ସାର ବସ୍ତା ପ୍ରତି ୭୦୦ ଟଙ୍କାରେ କିଣି ଡିଲରମାନେ କଳାବଜାର କରୁଛନ୍ତି। ଯାହା ଫଳରେ ଚାଷୀ ଅଧିକ ମୂଲ୍ୟରେ ସହର ବଜାର ଯାଇ କିଣି ଆଣିବାକୁ ପଡୁଛି । ସମବାୟ ସମିତିକୁ କମ୍‌ ସାର ଯୋଗାଣ ହେବାରୁ ସମସ୍ତ ଚାଷୀଙ୍କୁ ଆବଶ୍ୟକ ଅନୁଯାଇ ସାର ମିଳୁ ପାରୁନlହିଁ । ଏଣୁ ସମବାୟ ସମିତିକୁ ପର୍ଯ୍ୟାପ୍ତ ପରିମାଣରେ ସାର ଯୋଗାଣ କରିବା, ସମସ୍ତ ସାର ଦୋକାନରେ କେତେ ସାର ଆସିଛି କେତେ ସାର ବିକ୍ରି ହୋଇଛି ଆଉ ତାର ତାଲିକା ବ୍ଲକ ଓ ପଂଚାୟତ ସ୍ତରରେ କୃଷି କାର୍ଯ୍ୟାଳୟରେ ଲଟକାଇବା ଓ କଳାବଜାରଙ୍କୁ ଗିରଫ କରି ଉପଯୁକ୍ତ ଦଣ୍ଡ ଦେବା ଦାବି ନେଇ ଜିଲାପାଳଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଛି । ଏହି ପ୍ରତିନିଧି ଦଳରେ ଓଡ଼ିଶା କୃଷକ ସଭାର ଜିଲା ସଭାପତି ପି. ହରି କୃଷ୍ଣ ରେଡ୍ଡୀ, ଯୋଗେଶ ଚନ୍ଦ୍ର ସାହୁ, ସରପଞ୍ଚ ବୈରାଗୀ ବେହେରା,ବ୍ଲକସଭାପତି ଧର୍ମ ରାଜ ସ୍ବାଇଁ ପଦ୍ମନାଭ ପ୍ରଧାନ. ସୁଶୀଲ ପ୍ରଧାନ. ଦୁର୍ଯ୍ୟୋଧନ ସ୍ବାଇଁ , ପ୍ରଭାକର ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri