Posted inଜାତୀୟ

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଏନକାଉଣ୍ଟରରେ ୨ ଆତଙ୍କବାଦୀ ମୃତ…

ଶ୍ରୀନଗର, ୬।୯ : ମଙ୍ଗଳବାର ଆତଙ୍କବାଦ ବିରୋଧୀ ଅପରେଶନ ଅଲଆଉଟରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଅଧିକ ଆତଙ୍କବାଦୀଙ୍କ ସନ୍ଧାନରେ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି।

ଏହାପୂର୍ବରୁ ସୋମବାର ଆତଙ୍କବାଦୀମାନେ ଅନନ୍ତନାଗର ଇମାମସାହିବ ଅଞ୍ଚଳରେ ଥିବା ଏସଓଜି କ୍ୟାମ୍ପ ଉପରେ ଆକ୍ରମଣ କରିଥିଲେ। ବିଳମ୍ବିତ ରାତିରେ ଆତଙ୍କବାଦୀମାନେ ଏସଓଜି କ୍ୟାମ୍ପକୁ ଟାର୍ଗେଟ କରି ଗୁଳି ଚଳାଇଥିଲେ।

ପରେ ଆତଙ୍କବାଦୀମାନେ ଅନ୍ଧକାରର ସୁଯୋଗ ନେଇ ଘଟଣାସ୍ଥଳରୁ ପଳାୟନ କରିଥିଲେ। ମଙ୍ଗଳବାର ସୁରକ୍ଷାକର୍ମୀ ଏହାର ପ୍ରତିଶୋଧ ନେଇଛନ୍ତି। ଏଥି ସହିତ ସୋମବାର ବିଳମ୍ବିତ ରାତିରେ ଦକ୍ଷିଣ କାଶ୍ମୀରର ଶୋପିଆନରେ ଆତଙ୍କବାଦୀଙ୍କ ସହ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri