Posted inଫୁରସତ

ବଡ଼ ପଗଡ଼ି

ରାଜସ୍ଥାନ, ବିକାନେର୍‌ର ଯୁବକ ପବନ ବ୍ୟାସ ସବୁଠାରୁ ବଡ଼ ପଗଡ଼ି ବାନ୍ଧିବାରେ ରେକର୍ଡ କରିଛନ୍ତି। ୧୦୮ ପ୍ରକାର ପଗଡ଼ି ବାନ୍ଧିବାରେ ଧୁରନ୍ଧର ପବନ ୧୫୬୯ ଫୁଟ୍‌ ଲମ୍ବର ପଗଡ଼ିକୁ ବିନା ହେୟାର ପିନ୍‌ ଓ ଅଠାର ସାହାଯ୍ୟ ନେଇ ମୁଣ୍ଡରେ ବିରାଟକାୟ ପଗଡି ବାନ୍ଧି ଓ୍ବାର୍ଲଡ ବୁକ୍‌ ଅଫ୍‌ ରେକଡର୍‌ସରେ ସ୍ଥାନ ପାଇଛନ୍ତି। କେବଳ ସେତିକି ନୁହେଁ, ୨୦୧୯ରେ ସେ ନିଜ ହାତର ୫ ଆଙ୍ଗୁଳିର ଟିପ୍ସରେ ୧ ସେ.ମି.ରୁ ୩. ସେ.ମି.ର ବିଭିନ୍ନ ପ୍ରକାର ପଗଡି ବାନ୍ଧି ମଧ୍ୟ ରେକର୍ଡ କରିଥିଲେ। ପବନ କହନ୍ତି, ”ବଦଳୁଥିବା ଜୀବନଶୈଳୀ ସହ ଆମର ପୋଷାକ ପରିପାଟୀରେ ବି ପରିବର୍ତ୍ତନ ଆସିଛି। ତେଣୁ ଏବେ ପଗଡ଼ି ପିନ୍ଧିବାର ସଉକ କମିବାରେ ଲାଗିଛି, ଯାହାକୁ ପିନ୍ଧିବା ଦିନେ ଗର୍ବର କଥା ମନେ କରାଯାଥିଲା। ତେଣୁ ମୋ ଉଦ୍ଦେଶ୍ୟ ହେଉଛି ପୁରୁଣା ପରମ୍ପରା ଓ ସଂସ୍କୃତିକୁ ବଞ୍ଚାଇ ରଖିବା। ସେଥିପାଇଁ ଦୀର୍ଘ ୧୧ ବର୍ଷ ହେବ ମୁଁ ପଗଡ଼ି ବାନ୍ଧିବା କାମ କରୁଛି।“ ପଗଡ଼ି ବାନ୍ଧିବା କୌଶଳ ପାଇଁ ୪ଦଶକ ଧରି ତାଙ୍କ ପରିବାରକୁ ସ୍ଥାନୀୟ ଲୋକେ ‘ସାଫେ ବାଲା ବ୍ୟାସଜୀ’ ବୋଲି କୁହନ୍ତି । ତା’ଛଡ଼ା ପବନ ପଗଡ଼ିକୁ ନେଇ କରୁଥିବା ଅସାଧାରଣ କୌଶଳ ଓ ରେକର୍ଡ ତାଙ୍କ ସହରର ନାମ ସାରା ଦୁନିଆରେ ପରିଚିତ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ରୋଜଗାରର ପହିଲି ପୁଲକ ପାଇଥିଲି ବାପାଙ୍କ ଖୁସିରୁ: ନଳିନୀକାନ୍ତ ନାୟକ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି …

ଦୀର୍ଘ ବର୍ଷର ବ୍ୟବଧାନ ପରେ ଯେତେବେଳେ ନିଜ ପ୍ରଥମ ରୋଜଗାର ବିଷୟରେ କିଛି ଲେଖିବାକୁ ଯାଉଛି, ମୁଁ ବେଶ୍‌ ଭାବପ୍ରବଣ ହୋଇ ପଡୁଛି। ମୋ ପିଲାଦିନ କଟିଗଲା…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଯୁଦ୍ଧ ଭିତରେ ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ: ଭାରତ ଉପରେ ପଡିବ ସାଂଘାତିକ ପ୍ରଭାବ!

ବୁଲଗେରିଆର ରହସ୍ୟମୟୀ ବାବା ଭେଙ୍ଗାଙ୍କ (Baba Vanga) ୨୦୨୬ ପାଇଁ ଯେଉଁ ଭବିଷ୍ୟବାଣୀ ଏବେ ତାହା ସତ ହେବାରେ ଲାଗିଛି! ବିଶେଷ କରି ଆମେରିକା, ଇସ୍ରାଏଲ ଏବଂ…

ପ୍ରକୃତିର ଅଜବ କାରନାମା: ବିନା ବିଶ୍ରାମରେ ୧୧ ଦିନରେ ୧୩,୫୬୦ କିଲୋମିଟର ଉଡ଼ିଲା ଏହି ପକ୍ଷୀ

ନୂଆଦିଲ୍ଲୀ,୧୨ା୩: ଆପଣମାନେ ଅନେକ ଦୂରଗାମୀ ବିମାନ ଯାତ୍ରା ବିଷୟରେ ଶୁଣିଥିବେ, କିନ୍ତୁ ଆଜି ଆମେ ଆପଣଙ୍କୁ ଏମିତି ଏକ ପକ୍ଷୀ ବିଷୟରେ କହିବୁ ଯାହା କୌଣସି ସୁପରମ୍ୟାନ୍‌ଠାରୁ…

ହୋଟେଲ ରୁମ୍‌ କିମ୍ବା ଚେଞ୍ଜିଂ ରୁମ୍‌ରେ ଅଛି କି ‘Hidden Camera’? ଏଭଳି ଉପାୟରେ କରନ୍ତୁ ଚିହ୍ନଟ, ନହେଲେ ରେକର୍ଡ ହୋଇଯିବ…

ଭୁବନେଶ୍ୱର,୬।୩: ଆଜିର ସମୟରେ ଟେକ୍ନୋଲୋଜି ଯେତିକି ଦ୍ରୁତ ଗତିରେ ଆଗକୁ ବଢ଼ୁଛି, ସେତିକି ପ୍ରାଇଭେସି ବା ଗୋପନୀୟତାକୁ ନେଇ ଚିନ୍ତା ମଧ୍ୟ ବଢ଼ିବାରେ ଲାଗିଛି। ଅନେକ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri