ବଡ଼ ଅପଡେଟ୍‌: ଭୀଷଣ ବାତ୍ୟା ସମୟରେ ଏହି ୧୧ ଜିଲାକୁ ମାଡି ଆସିବ…ହୋଇଯାଆନ୍ତୁ ସତର୍କ

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’।
ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ବଡ଼ ସୂଚନା ଦେଇଛନ୍ତି। ଭିତରକନିକା-ଧାମରା ପାଖରେ ବାତ୍ୟା ‘ଦାନା’ଉପକୂଳ ଅତିକ୍ରମ କରିବ। ତେବେ ବାତ୍ୟା ସମୟରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ଆଶଙ୍କା ରହିଛି। ୧୬ ଜିଲାରେ ମଧ୍ୟମ ଧରଣର ଅଚାନକ ବନ୍ୟା ଆସିପାରେ। ସେହି ଜିଲାଗୁଡିକ ହେଉଛି ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଭଦ୍ରକ, କଟକ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼, ପୁରୀ। ଏହି ସବୁ ଜିଲାଗୁଡିକରେ ବନ୍ୟା ଆସିପାରେ।

ଆଜି ମଧ୍ୟରାତ୍ରରୁ ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯିବ। ରାତି ୩ଟାରୁ ଭୋର୍‌ ମଧ୍ୟରେ ଏହା ଲ୍ୟାଣ୍ଡଫଲ କରିବ। ବାତ୍ୟାର ସବୁଠୁ ଅଧିକ ପ୍ରଭାବ କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର ଓ ଜଗତସିଂହପୁର ଜିଲା ଉପରେ ପଡିବ। ଲ୍ୟାଣ୍ଡଫଲ ବେଳେ ଅତି ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି୧୦୦ରୁ ୧୨୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିବା ଜୁଆ ଖେଳ: ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?