Posted inଖେଳ

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।

ଫଳତଃ ଜୀ ଏଣ୍ଟରଟେନ୍‌ମେଣ୍ଟ ଭାରତୀୟ ବଜାରରେ ବିଶ୍ୱକପ୍‌ ୨୦୨୬ ସମେତ ଫିଫା ଦ୍ୱାରା ପରିଚାଳିତ ୩୯ ଗ୍ଲୋବାଲ ଇଭେଣ୍ଟର ସିଧାପ୍ରସାରଣ କରିବ। ଫିଫା ବିଶ୍ୱକପ୍‌ ୨୦୨୬ ଆସନ୍ତା ଜୁନ୍‌ ୧୧ରୁ ଆରମ୍ଭ ହେବାକୁ ଯାଉଛି। ଭାରତୀୟ ଫୁଟ୍‌ବଲ ପ୍ରେମୀମାନେ ଏହାର ସିଧା ପ୍ରସାରଣ ଜିଲ୍‌’ର ସ୍ପୋଟର୍‌ସ ନେଟଓ୍ବର୍କ ଏବଂ ଷ୍ଟ୍ରିମିଂ ପ୍ଲାଟଫର୍ମ ଜି୫ ଜରିଆରେ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଗଲା NDA ସଂସଦୀୟ ଦଳର ନାମ: ଏବେ ‘ମଙ୍ଗଳ ମିଳନ’ ନାମରେ ହେବ ବୈଠକ

ନୂଆଦିଲ୍ଲୀ,୧୭।୭: କେନ୍ଦ୍ରରେ ଭାରତୀୟ ଜନତା ପାର୍ଟି (BJP) ନେତୃତ୍ୱାଧୀନ ଶାସକ NDA ମେଣ୍ଟ ସଂସଦୀୟ ବୈଠକର ନାମ ବଦଳାଇ ଦିଆଯାଇଛି। ଏବେ ଏହାକୁ ‘ମଙ୍ଗଳ ମିଳନ’ ନାମ…

ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସରେ କ୍ରାଇମବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୧୭।୭: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ଶୁକ୍ରବାର ଓସେପା ଅଫିସ୍‌ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ…

‘ତୁମ ନାମରୁ ‘ଡାକ୍ତର’ ଶବ୍ଦ ହଟାଅ’: ଚିକିତ୍ସା ନ ମିଳିବାରୁ ୪ ବର୍ଷୀୟା ବଳାତ୍କାର ପୀଡିତାଙ୍କ ମୃତ୍ୟୁ; ଗାଜିଆବାଦର ୨ ହସ୍ପିଟାଲକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୭।୭: ସୁପ୍ରିମକୋର୍ଟ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲ ଏବଂ ସେମାନଙ୍କର ଡାକ୍ତରଙ୍କୁ ଶୁକ୍ରବାର ଜଣେ ଚାରି ବର୍ଷୀୟା ବଳାତ୍କାର ପୀଡିତାଙ୍କୁ ସମୟୋଚିତ ଚିକିତ୍ସା ଯୋଗାଇ ନ ଦେବା…

ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ

ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର…

୮ମ ବେତନ ଆୟୋଗ: କେବେଠାରୁ ଲାଗୁ ହେବ ନୂଆ ଦରମା? ୫୦ ଲକ୍ଷ କର୍ମଚାରୀ ଓ ୭୦ ଲକ୍ଷ ପେନସନଭୋଗୀଙ୍କ ପାଇଁ ଜରୁରୀ ଅପଡେଟ୍

ନୂଆଦିଲ୍ଲୀ,୧୭।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖବର। ୮ମ ବେତନ ଆୟୋଗ ଗଠନ ହେବାର ପ୍ରାୟ ୯ ମାସ…

୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍‌ତେଲ ଥଇଥାନ, ପୁନର୍ବାସ, ଶିବିର ଓ…

ଅମିତାଭଙ୍କୁ ଧନୀ ବନାଇବାରେ ଥିଲା ଏହି ବ୍ୟକ୍ତିଙ୍କ ହାତ! ଜାଣନ୍ତୁ କିଏ ସେହି ୧୫,୦୦୦ କୋଟିର ମାଲିକ

ମୁମ୍ବାଇ: କୌଣସି ଏକ ସମୟରେ ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (CA) ଥିବା ପ୍ରେମଚନ୍ଦ ଗୋଧାଙ୍କ ଶୂନ୍ୟରୁ ଶିଖରକୁ ପହଞ୍ଚିବାର କାହାଣୀ ପ୍ରକୃତରେ ଅତ୍ୟନ୍ତ…

ଦାନ ଚୋରି ମାମଲାରେ ହୋଇପାରେ ବଡ଼ କାର୍ଯ୍ୟାନୁଷ୍ଠାନ, ୧୦୦ କର୍ମଚାରୀଙ୍କୁ କରାଯିବ ବହିଷ୍କାର !

ଅଯୋଧ୍ୟା,୧୭।୭: ଅଯୋଧ୍ୟା ରାମ ମନ୍ଦିର ଦାନ ଚୋରି ଘଟଣାର SIT ତଦନ୍ତ ପରେ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତି ଚାଲିଛି। ମିଳିଥିବା ସୂଚନା ମୁତାବକ, ସୁପାରିଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri