Posted inଖେଳ

ପନ୍ତଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଏହି ଦିନ ପଡ଼ିଆକୁ ଫେରିବେ

ନୂଆଦିଲ୍ଲୀ,୨୩।୨: ଭାରତୀୟ ଦଳର ଷ୍ଟାର ଉଇକେଟ୍‌କିପର ରିଷଭ ପନ୍ତ ପ୍ରଶଂସକମାନେ ଉତ୍ସାହର ସହିତ ପ୍ରତ୍ୟାବର୍ତ୍ତନକୁ ଅପେକ୍ଷା କରିଛନ୍ତି। ଡିସେମ୍ବର ୨୦୨୨ରେ ଏକ କାର ଦୁର୍ଘଟଣାରେ ପନ୍ତ ଗୁରୁତର ଆହତ ହୋଇଥିଲେ, ଯାହା ପରେ ସେ ବର୍ତ୍ତମାନ ପର୍ଯ୍ୟନ୍ତ ବୃତ୍ତିଗତ କ୍ରିକେଟକୁ ଫେରିପାରି ନାହାଁନ୍ତି। ବର୍ତ୍ତମାନ ପନ୍ତ ଆଘାତରୁ ପ୍ରାୟ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ପଡିଆକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ମାର୍ଚ୍ଚ ୨୩ ରେ ଆଇପିଏଲ ୨୦୨୪ ମାଧ୍ୟମରେ ପନ୍ତ କ୍ରିକେଟ ପଡ଼ିଆକୁ ଫେରିବେ ବୋଲି ଆଶା କରାଯାଉଛି। ମାର୍ଚ୍ଚ ୨୩ରେ ଟୁର୍ନାମେଣ୍ଟରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ ଏକ ମ୍ୟାଚ ହେବ।
କ୍ରିକେଟ ଦୁନିଆକୁ ଫେରିବା ପାଇଁ ପନ୍ତ କଠିନ ପରିଶ୍ରମ କରୁଥିବା ଦେଖାଯାଉଛି। ନିକଟରେ ସେ ସୋସିଆଲ ମିଡିଆ ଜରିଆରେ ଏକ ଭିଡିଓ ଶେୟାର କରିଥିଲେ। ଏଥିରେ ତାଙ୍କୁ ଉଇକେଟ ରଖିବା ଏବଂ ବ୍ୟାଟିଂ କରୁଥିବା ଦେଖିବାକୁ ମିଳିଥିଲା। ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ଉଭୟ ଜିନିଷରେ ଆରାମଦାୟକ ଦେଖାଯାଉଥିଲେ। ଏଭଳି ପରିସ୍ଥିତିରେ ତାଙ୍କ ପ୍ରତ୍ୟାବର୍ତ୍ତନ ଆଶା ଆହୁରି ବଢିଯାଏ। ତେବେ ପନ୍ତଙ୍କ ପ୍ରତ୍ୟାବର୍ତ୍ତନ ସମ୍ପର୍କରେ ଦିଲ୍ଲୀରୁ ଆନୁଷ୍ଠାନିକ ଭାବେ କିଛି କୁହାଯାଇ ନାହିଁ।
ରିଷଭ ପନ୍ତଙ୍କ ଅନୁପସ୍ଥିତିରେ ଆଇପିଏଲ ୨୦୨୩ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଦ୍ୱାରା ଡେଭିଡ ୱାର୍ନରଙ୍କୁ ଅଧିନାୟକ କରାଯାଇଥିଲା। ୱାର୍ନରଙ୍କ ଅଧିନାୟକ ଦିଲ୍ଲୀ ପାଇଁ ଖରାପ ପ୍ରମାଣିତ ହୋଇଥିଲା। ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନଙ୍କ ନେତୃତ୍ୱରେ ଦିଲ୍ଲୀ ଆଇପିଏଲ ୨୦୨୩ର ପଏଣ୍ଟ ଟେବୁଲରେ ୯ମ ସ୍ଥାନରେ ରହିଥିଲା। ଦଳ ୧୪ଟି ଲିଗ ମ୍ୟାଚ ରେ ମାତ୍ର ୫ଟି ମ୍ୟାଚ ଜିତିପାରେ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପରିବାର ସହ ପ୍ରଥମ ଆଇପିଏଲ ଫିଫ୍ଟିର ଉତ୍ସବ ପାଳିଲେ ଧ୍ରୁବ, ଭିଡିଓକୁ ମିଳୁଛି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୨୮।୪: ଶନିବାର ଆଇପିଏଲ ୨୦୨୪ର ୪୪ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ୱିକେଟ କିପର ବ୍ୟାଟ୍ସମ୍ୟାନ ଧ୍ରୁବ ଜୁରେଲ ଲକ୍ଷ୍ନୌ ସୁପରଜିଆଣ୍ଟସ ବିପକ୍ଷରେ ଆଇପିଏଲ କ୍ୟାରିୟରର...

ଲଜ୍ଜାଜନକ ରେକର୍ଡ ହାସଲ କଲେ ମୁମ୍ବାଇ ଇଣ୍ଡିଆନ୍ସର ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୮।୪: ଆଇପିଏଲ ୨୦୨୪ରେ ୪୩ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିଲା। ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍ରେ ମୁମ୍ବାଇକୁ ୧୦...

ଭାରତକୁ ଓ୍ବାର୍ଲଡ କପ ଜିତାଇ ଥିବା ଏବେ ପାକିସ୍ତାନର କୋଚ, ପିସିବି ଦେଲା ଏହି ଦାୟିତ୍ୱ

ନୂଆଦିଲ୍ଲୀ,୨୮।୪: ଟି -୨୦ ବିଶ୍ୱକପ ୨୦୨୪ପୂର୍ବରୁ ପାକିସ୍ତାନ ଦଳ ତା’ର କୋଚ ବଦଳାଇଛି । ହ୍ବାଇଟ ବଲ ଫର୍ମାଟ (ଓ୍ବାନଡେ ଏବଂ ଟି ୨୦) ରେ...

ପ୍ଲେ ଅଫ୍‌ ରେସ୍‌ ହେଉଛି ରୋଚକ: ଏପର୍ଯ୍ୟନ୍ତ ସମସ୍ତ ଦଳ ପାଇଁ ରାସ୍ତା ଖୋଲା

ନୂଆଦିଲ୍ଲୀ,୨୮।୪: ଆଇପିଏଲ ୨୦୨୪ରେ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରୁଥିବା ଦଳର ଚିତ୍ର ସ୍ପଷ୍ଟ ହୋଇନାହିଁ। ୧୬ ପଏଣ୍ଟ ସହ ଏକ ନମ୍ବରରେ ଥିବା...

ଟି-୨୦ ଓ୍ବାର୍ଲଡ କପ ପାଇଁ ଭାରତୀୟ ଟିମ ଚୟନ କଲେ ହରଭଜନ, ମୟଙ୍କ ଯାଦବଙ୍କୁ ସାମିଲ କରି ସମସ୍ତଙ୍କୁ ଚମକାଇ ଦେଲେ

ନୂଆଦିଲ୍ଲୀ,୨୮।୪: ଟି -୨୦ ବିଶ୍ୱକପ ୨୦୨୪ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି। ଏହି ମେଗା ଇଭେଣ୍ଟ ଜୁନ ୧ ରୁ ୱେଷ୍ଟଇଣ୍ଡିଜ ଏବଂ ଆମେରିକାରେ ଆରମ୍ଭ...

ଦିଲ୍ଲୀ ବିପକ୍ଷ ମ୍ୟାଚରେ ପରାଜୟ ପାଇଁ ତିଳକ ବର୍ମା ଦାୟୀ ବୋଲି କହିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଉଠାଇଲେ ବଡ଼ ପ୍ରଶ୍ନ

ଭୁବନେଶ୍ୱର, ୨୭।୪: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ର ୧୭ ତମ ସିଜନ୍ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଦର୍ଶନ ଏତେ ଭଲ ନାହିଁ। ୨୮ ଏପ୍ରିଲରେ ଦିଲ୍ଲୀ...

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି...

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri