ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପଡେଟ୍‌: ବାଦ ପଡ଼ିଥିବା ହିତାଧିକାରୀଙ୍କୁ ମିଳିବ…

ଭୁବନେଶ୍ୱର,୯।୯: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ବୁଧବାର ସୁଭଦ୍ରା ସମୀକ୍ଷା ବୈଠକ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପରିଡ଼ା ଗଣମାଧ୍ୟମକୁ କହିଛନ୍ତି। ଏପରିକି ସମୀକ୍ଷା ବୈଠକରେ ବାଦ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ କରାଯିବ ସମ୍ପର୍କରେ ଆଲୋଚନା ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପରିଡ଼ା କହିଛନ୍ତି।

ଅନ୍ୟପକ୍ଷେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୁଭଦ୍ରା ଯୋଜନାରେ ଆବେଦନ କରିଥିବା ହିତାଧିକାରୀଙ୍କ ତଥ୍ୟ ଦେବାକୁ ୩ ବିଭାଗ ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ବାସ୍ଥ୍ୟ ବିଭାଗକୁ ତଥ୍ୟ ମଗାଯାଇଥିଲା।

ବାଣିଜ୍ୟ ଓ ପରିବହନ ବିଭାଗକୁ ହିତାଧିକାରୀଙ୍କ ୪ ଚକିଆ ତଥ୍ୟ ମଗାଯାଇଥିବା ବେଳେ ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ ପାଇଁ ସ୍ବାସ୍ଥ୍ୟ ବିଭାଗକୁ କୁହାଯାଇଛି। ଏପରି କି ଧାନ ବିକ୍ରି ତଥ୍ୟ ନେଇ ଖାଦ୍ୟ ଓ ଯୋଗାଣ ବିଭାଗକୁ ମଗାଯାଇଛି। ସମ୍ପୃକ୍ତ ୩ ବିଭାଗର ରିପୋର୍ଟ ଆଧାରରେ ସୁଭଦ୍ରା ସମୀକ୍ଷା ବୈଠକ ବସିବ। ବାଦ ପଡିଥିବା ହିତାଧିକାରୀଙ୍କୁ ଯୋଡ଼ିବା ନେଇ ବୈଠକରେ ନିଷ୍ପତ୍ତି ହୋଇପାରେ ବୋଲି ଉପମୁଖ୍ୟମନ୍ତ୍ରୀ ପରିଡ଼ା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳଙ୍କ, କନ୍ଦଳରୁ କେବେ ମୁକୁଳିବ କଂଗ୍ରେସ

ଭୁବନେଶ୍ୱର, ୨୦|୧ (ରବିନାରାୟଣ ଜେନା):  ରାଜ୍ୟରେ ଗୋଟିଏ ପରେ ଗୋଟିଏ ସାଧାରଣ ନିର୍ବାଚନ, ରାଜ୍ୟ ସଭା ନିର୍ବାଚନ, ଉପନିର୍ବାଚନ ଓ ଅନ୍ୟାନ୍ୟ ନିର୍ବାଚନ ଯାଉଛି ଏବଂ...

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର,  ୨୦|୧  (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ...

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri