Posted inଜାତୀୟ

ମହାରାଷ୍ଟ୍ର-ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖକୁ ନେଇ ଆସିଲା ବଡ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ହରିୟାଣା, ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ଶେଷ ହେବା ପରେ ନିର୍ବାଚନ ଆୟୋଗର ଧ୍ୟାନ ବର୍ତ୍ତମାନ ଝାଡ଼ଖଣ୍ଡ ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଉପରେ ରହିଛି। ଯେକୌଣସି ସମୟରେ ଆୟୋଗ ଏହା ଘୋଷଣା କରିପାରେ। ସୂଚନାନୁସାରେ, ଆସନ୍ତା ସପ୍ତାହ ଆରମ୍ଭ ସୁଦ୍ଧା ଉଭୟ ରାଜ୍ୟରେ ବିଧାନସଭା ନିର୍ବାଚନର ଘୋଷଣା କରାଯାଇପାରେ।
ଏହି ସମୟରେ ଆୟୋଗ ଗୃହ ମନ୍ତ୍ରଣାଳୟ ସମେତ ଅନ୍ୟାନ୍ୟ ଏଜେନ୍ସି ସହିତ ଉଭୟ ରାଜ୍ୟର ନିର୍ବାଚନ ପ୍ରସ୍ତୁତି ଉପରେ ମଧ୍ୟ ଆଲୋଚନା କରିଛନ୍ତି। ଏହା ମଧ୍ୟ ଚୂଡାନ୍ତ ହୋଇଛି। ଏହାପୂର୍ବରୁ ଆୟୋଗ ଉଭୟ ରାଜ୍ୟ ଗସ୍ତ କରି ନିର୍ବାଚନ ପ୍ରସ୍ତୁତିର ଆକଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏକ୍ସପ୍ରେସ୍‌ ଟ୍ରେନ ଲାଇନଚ୍ୟୁତ: ଉଦ୍ଧାର ଜାରି

କୋଲକାତା,୯।୧୧: ପଶ୍ଚିମବଙ୍ଗ: ସାଲିମାର-ସିକନ୍ଦରାବାଦ ସ୍ପେଶାଲ ଟ୍ରେନ ଶନିବାର ସକାଳୁ ଲାଇନଚ୍ୟୁତ ହୋଇଛି। ହାୱଡ଼ା ନାଲପୁର ଷ୍ଟେଶନ ନିକଟରେ ଏହି ଘଟଣା ଘଟିଛି। ଟ୍ରେନ୍‌ର ୩ଟି ବଗି...

ସିଧା ଶୁଣାଇଦେଲେ ମୋଦି: କହିଲେ, ବିଶ୍ୱର କୌଣସି ଶକ୍ତି ଅନୁଚ୍ଛେଦ ୩୭୦କୁ କରିପାରିବ ନାହିଁ ପୁନଃ ଅବସ୍ଥାପିତ

ନାସିକ/ନୂଆଦିଲ୍ଲୀ,୯ା୧୧:ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପରେ କେନ୍ଦ୍ରଶାସିତ ଅଞ୍ଚଳକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନ ଦାବି ଜୋର ଧରିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏହି ପ୍ରସଙ୍ଗକୁ...

ଏଏମ୍‌ୟୁକୁ ସଂଖ୍ୟାଲଘୁ ମାନ୍ୟତା: ନୂଆ ପୀଠ ନେବେ ନିଷ୍ପତ୍ତି

ନୂଆଦିଲ୍ଲୀ,୯ା୧୧: ଆଲିଗଡ଼ ମୁସ୍‌ଲିମ ୟୁନିଭର୍ସିଟି (ଏଏମ୍‌ୟୁ)ର ସଂଖ୍ୟାଲଘୁ ମାନ୍ୟତାକୁ ନେଇ ରହିଥିବା ବିବାଦୀୟ ଆଇନଗତ ପ୍ରଶ୍ନ ଉପରେ ନୂଆ ଖଣ୍ଡପୀଠ ନିଷ୍ପତ୍ତି ନେବେ। ସୁପ୍ରିମକୋର୍ଟ ଏହାର...

ବିଶ୍ୱରେ ପ୍ରତି ୧୩ ମିନିଟ୍‌ରେ ଜଣେ ପିଲା ହତ୍ୟାର ଶିକାର

ନୂଆଦିଲ୍ଲୀ,୯ା୧୧:ବିଶ୍ୱର ୧ ବିଲିୟନ୍‌ (୧୦୦ କୋଟି)ରୁ ଊର୍ଦ୍ଧ୍ୱ ଶିଶୁ ବିଭିନ୍ନ ପ୍ରକାର ହିଂସା ଦ୍ୱାରା ପ୍ରଭାବିତ। ପିଲାମାନେ ବିଶେଷକରି ଦୁର୍ବ୍ୟବହାର, ଠକେଇ, ଶାରୀରିକ ଓ ମାନସିକ...

ମିଡିଆ ଟ୍ରାଏଲ୍‌ ବିରୋଧରେ ପ୍ରେସ୍‌ ଲକ୍ଷ୍ମଣରେଖା ଟାଣିବା ଜରୁରୀ: ହାଇକୋର୍ଟ

ନୂଆଦିଲ୍ଲୀ,୮ା୧୧: ସ୍ବାଧୀନ ମତବ୍ୟକ୍ତ କରିବା ଅଧିକାର ଗଣମାଧ୍ୟମର ରହିଛି, କିନ୍ତୁ ଏହି ଅଧିକାର ଆଳରେ ଗଣମାଧ୍ୟମ ଅଦାଲତର ଭୂମିକା ନିଭାଇ ପାରିବ ନାହିଁ ବୋଲି କେରଳ...

ମୁଖ୍ୟମନ୍ତ୍ରୀଙ୍କ ପ୍ଲେଟରୁ ଗାଏବ ହେଲା ସିଙ୍ଗଡା, ଯାଞ୍ଚ କଲା ସିଆଇଡି

ନୂଆଦିଲ୍ଲୀ,୮।୧୧: କଂଗ୍ରେସ ଶାସନାଧୀନ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖଓ୍ବିନ୍ଦର ସିଂ ସୁଖୁଙ୍କ ସିଙ୍ଗଡ଼ା ତାଙ୍କ ସୁରକ୍ଷା କର୍ମୀମାନେ ଖାଇଦେଇଥିବା କ୍ରାଇମ୍‌ ଇନ୍‌ଭେଷ୍ଟିଗେଶନ୍‌ ଡିପାର୍ଟମେଣ୍ଟ (ସିଆଇଡି) ତଦନ୍ତରୁ...

ଭାଜପାରେ ଯୋଗଦେବା ପାଇଁ ପଡୁଛି ଚାପ: ଚାଞ୍ଚଲ୍ୟକର ଖୁଲାସା କଲେ ସଞ୍ଜୟ ରାଉତ

ପୁଣେ,୮।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନର କୋଳାହଳ ମଧ୍ୟରେ ନେତାଙ୍କ ଆରୋପ-ପ୍ରତ୍ୟାରୋପ ଜାରି ରହିଛି। ସେପଟେ ଉଦ୍ଧବ ଠାକ୍‌ରେ ଦଳର ନେତା ସଞ୍ଜୟ ରାଉତ କହିଛନ୍ତି, ଭାଜପାରେ...

ଭାରତକୁ ମହାନ ଶକ୍ତି କହିଲେ ପୁଟିନ; ଚାଇନା-ପାକିସ୍ତାନକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ, ୮।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତର ପ୍ରଶଂସା କରି ଭାରତକୁ ଏକ ମହାନ ଶକ୍ତି ବୋଲି କହିଛନ୍ତି। ଭାରତର ଅର୍ଥବ୍ୟବସ୍ଥା, ସଂସ୍କୃତି ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri