ରାଶନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ୩ ମାସ ଗୁରୁତ୍ୱପୂର୍ଣ୍ଣ, ଯଦି ଏଥର ଚାଉଳ ନମିଳେ ଜାଣନ୍ତୁ …

ଭୁବନେଶ୍ୱର,୧୫।୭: ରାଶନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌। ୩ ମାସରେ EKYC ନ କଲେ କଟାଯିବ କାର୍ଡ । ରାସନ କାର୍ଡ ପାଇଁ ୨୦ ଲକ୍ଷ ୫୮ ହଜାର ଲୋକ EKYC କରିନାହାନ୍ତି । ଏ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଝନ୍ତି। EKYC କରିନଥିବା ଲୋକଙ୍କ ଚାଉଳ ବନ୍ଦ କରାଯାଇଛି। ଯଦି ଚାଉଳ ଯାଉନି ସେମାନେ EKYC କଲେ ସରକାର ଚାଉଳ ଦେବେ। EKYC କରି ନ ଥିବା ଲୋକଙ୍କ ପାଇଁସରକାର ୩ ମାସ ଅପେକ୍ଷା କରିବେ। କାର୍ଡ ଗୁଡ଼ିକ ସେହି ସମୟରେ ସସପେଣ୍ଡ ଅବସ୍ଥାରେ ରହିବ। ୩ ମାସରେ EKYC ନ କଲେ କାର୍ଡ ଗୁଡ଼ିକ ସରକାର କାଟିଦେବେ। ତେବେ ନେଟୱର୍କ ନଥିବା ଜିଲାମାନଙ୍କରେ ନେଟୱର୍କ ବ୍ୟବସ୍ଥା କରାଯାଇଛି। ୫ ବର୍ଷରୁ ଅଧିକ ବୟସ ପିଲାମାନେ ରଶାସନ କାର୍ଡରେ ସାମିଲ ହେବେ ବୋଲି ମନ୍ତ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri