ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ଖୋଳତାଡ଼: ହିତାଧିକାରୀଙ୍କୁ…

ଭୁବନେଶ୍ୱର, ୪।୯: ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ଖୋଳତାଡ଼। କଟିଥିବା ହିତାଧିକାରୀଙ୍କୁ ସାମିଲ ପାଇଁ ବଡ଼ ପଦକ୍ଷେପ। ଯୋଗ୍ୟଙ୍କୁ ସାମିଲ ଏବଂ ଅଯୋଗ୍ୟଙ୍କୁ ବାଦ୍‌ ଦେବାକୁ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏନେଇ ଚିଠି ଲେଖାଯାଇଛି। ଚାରି ଚକିଆ ଥିବା ହିତାଧିକାରୀଙ୍କ ତଥ୍ୟ ପାଇଁ ପରିବହନ ବିଭାଗକୁ ଚିଠି। ଖାଦ୍ୟ ଯୋଗାଣ ବିଭାଗକୁ ମୃତ ହିତାଧିକାରୀଙ୍କ ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ପଞ୍ଜୀକରଣ କରି ଧାନ ବିକିଥିବା ମହିଳାଙ୍କ ତଥ୍ୟକୁ ଆଉ ଥରେ ଯାଞ୍ଚ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରୁ ୩ କ୍ରସ ଭୋଟିଂ: AICCକୁ ଜଣାଇ ଦିଆଯାଇଛି କହିଲେ ଭକ୍ତ

ଭୁବନେଶ୍ୱର,୧୬।୩: କଂଗ୍ରେସରୁ ୩ କ୍ରସ ଭୋଟିଂ ହୋଇଛି ଏ ନେଇ କହିଲେ ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ରମେଶ, ସୋଫିଆ, ଦାଶରଥି କ୍ରସ ଭୋଟିଂ…

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…

୨୦୦୮ ରୁ ୨୦୨୬ ପର୍ଯ୍ୟନ୍ତ…, IPL ରୁ ମୋଟ କେତେ ରୋଜଗାର କରିଛନ୍ତି ବିରାଟ କୋହଲି? ଜାଣିଲେ ଆଶ୍ଚର୍ଯ୍ୟହେବେ

ନୂଆଦିଲ୍ଲୀ,୧୬।୩: IPL 2026 ଆରମ୍ଭ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଥିବା ବେଳେ, ଏହି ଟୁର୍ଣ୍ଣାମେଣ୍ଟ କ୍ରିକେଟ ମହଲରେ ଆଲୋଚନାର ଏକମାତ୍ର ବିଷୟ ପାଲଟିଛି।…

ରାସ୍ତାରେ ଅଚଳ ୧୦୮ ଆମ୍ବୁଲାନ୍ସ, ପ୍ରସବ ବେଦନାରେ ଛଟପଟ ଆସନ୍ନ ପ୍ରସବା

ନନ୍ଦପୁର/ପାଡୁଆ୧୬।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାନ୍ଥଲୁଙ୍ଗ ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ସାରିଆପାଲି ଗାଁରେ ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି।…

ଯୁଦ୍ଧ ମଧ୍ୟରେ ଭାରତକୁ ମିଳିଗଲା ବଡ଼ ରାସ୍ତା: ମାରିନେଲା ବାଜି

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ଘରୋଇ ଗ୍ୟାସ ଅଭାବ ମଧ୍ୟରେ ନୂଆଦିଲ୍ଲୀ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ନିରନ୍ତର ପଦକ୍ଷେପ ନେଉଛି। ଏକ ଆର୍ଥିକ…

ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଆକାଉଣ୍ଟାଣ୍ଟ, ୬ହଜାର ଟଙ୍କା ଲାଞ୍ଚ ଦାବି….

ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ…

ଭୋଟ ଦେଲେ ହେଲେ ମୁହଁ ଖୋଲିଲେନି ବିଧାୟିକା ସୋଫିଆ ଫିର୍ଦ୍ଦେସ

ଭୁବନେଶ୍ୱର,୧୬।୩: ଭୋଟ ଦେଲେ ହେଲେ ମୁହଁ ଖୋଲିଲେନି ବିଧାୟିକା ସୋଫିଆ ଫିର୍ଦ୍ଦେସ। ସେ ଭୋଟ ଦେଇ ଚୁପ୍‌ଚାପ୍‌ ଚାଲି ଯାଇଥିଲେ। ଗଣମାଧ୍ୟମକୁ ପ୍ରତିକ୍ରିୟା ନ ଦେଇ ଚାଲଯାଇଥିଲେ।…

ପ୍ରଯୁକ୍ତିବିଦ୍ୟାର ଚମତ୍କାର! ChatGPT ବ୍ୟବହାର କରି ତିଆରି କଲେ କ୍ୟାନ୍ସର ଟିକା, ନୂଆ ଜୀବନ ପାଇଲା କୁକୁର

ନୂଆଦିଲ୍ଲୀ,୧୬ା୩: କୃତ୍ରିମ ବୁଦ୍ଧିମତ୍ତା ଆଉ କେବଳ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସୀମିତ ନୁହେଁ; ଏହା ବର୍ତ୍ତମାନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ମଧ୍ୟ ନୂତନ ଚମତ୍କାର ପ୍ରଦର୍ଶନ କରୁଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri