ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ ଅପ୍‌ଡେଟ୍‌

ଭୁବନେଶ୍ୱର,୨୧।୩: ଚୁକ୍ତିଭିତ୍ତିକ ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ ଅପଡେଟ୍‌ । ରାଜ୍ୟରେ ଆଉ ନିଯୁକ୍ତି ହେବନି ଚୁକ୍ତି ଭିତ୍ତିକ ଶିକ୍ଷକ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ସୂଚନା ଦେଇନ୍ତି।
ଅନ୍ୟପକ୍ଷେ ସେ କହିଛନ୍ତି, ୩ ବର୍ଷରେ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ। ଚଳିତ ବର୍ଷ ୧୫ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତ ହେବାକୁ ଯାଉଛନ୍ତି। ଯୁଦ୍ଧକାଳୀନ ଭିତ୍ତିରେ ସ୍କୁଲ୍କୁ ଚେୟାର୍‌ ଓ ଡେସ୍କ ଯୋଗାଇ ଦିଆଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ

କଲମପୁର,୨୧ା୩ (ଗଣେଶରାମ ବାଗ)- କଲମପୁର ଥାନା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ପାତ୍ରବସା…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…

ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

ଖବର ପ୍ରସାର ପରେ ହାଟଡ଼ିହୀ ତହସିଲରେ ଅସ୍ଥାୟୀ ଭାବେ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ…..

ବଞ୍ଚୋ,୨୧।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ସ୍ଥାୟୀ ତହସିଲଦାର ନ ଥିବାରୁ ସାଧାରଣ ଲୋକମାନେ ଅନେକ ସମସ୍ୟାରେ ପଡ଼ୁଥିବା…

ଆଇପିଏଲ୍‌ ପୂର୍ବରୁ କେକେଆରକୁ ବଡ଼ ଝଟ୍‌କା

କୋଲକାତା, ୨୧ା୩: ଭାରତ ସିମର ଆକାଶ ଦୀପ୍‌ଙ୍କ ପିଠିର ନିମ୍ନ ଭାଗରେ ଆଘାତ ଲାଗିଛି। ଫଳରେ ସେ ଅତି କମ୍‌ରେ ୮ ସପ୍ତାହ ଖେଳିପାରିବେନି। ଫଳରେ ଆସନ୍ତା…

ଅଣ ଓଡିଆ ଯୁବକଙ୍କୁ ଛୁଆ ଚୋର ଭାବି  ପିଟିପକାଇଲେ ଗାଁ ଲୋକେ: ଭିଡିଓ ଭାଇରାଲ ପରେ… 

ବଲାଙ୍ଗୀର,୨୧।୩: ବଲାଙ୍ଗୀର ସଦରଥାନା ଅନ୍ତର୍ଗତ ଖର୍ଲ୍ଲୀକାନି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁରେ ଛୁଆ ଚୋର ସନ୍ଦେହରେ ଜଣେ ଅଣ ଓଡ଼ିିଆ ଯୁବକଙ୍କୁ ଗାଁ…

ପ୍ରତାପ ଜେନାଙ୍କ କ୍ୱାର୍ଟର୍ସ ଆଗରେ ହଙ୍ଗାମା: ଗିରଫ ହେଲେ ୨ ଯୁବଛାତ୍ର ନେତା

ଭୁବନେଶ୍ୱର,୨୧ା୩: ବିଜେଡି ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ଦ୍ୱୟ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri