Posted inଜାତୀୟ

ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପ୍‌ଡେଟ୍‌: ଖୁବ୍‌ଶୀଘ୍ର ସରକାରୀ ଚାକିରିଆଙ୍କୁ ମିଳିବ ଖୁସି ଖବର, ଜାଣନ୍ତୁ ପୂରା ତଥ୍ୟ…

ନୂଆଦିଲ୍ଲୀ,୩ା୮: ୧ କୋଟିରୁ ଅଧିକ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନ୍‌ସନ୍‌ଭୋଗୀ ଖୁବ୍‌ଶୀଘ୍ର ଖୁସି ଖବର ପାଇବାକୁ ଯାଉଛନ୍ତି। ରିପୋର୍ଟ ଅନୁଯାୟୀ, ଅର୍ଥ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ରାଜ୍ୟସଭାରେ ଏକ ଲିଖିତ ଉତ୍ତରରେ କହିଛନ୍ତି ଯେ, ସରକାରଙ୍କୁ ବିଭିନ୍ନ ଅଂଶୀଦାରଙ୍କଠାରୁ ସୂଚନା ମିଳିଛି ଏବଂ ଉପଯୁକ୍ତ ସମୟରେ ସରକାରୀ ବିଜ୍ଞପ୍ତି ଘୋଷଣା କରାଯିବ।

ସେ ସୂଚନା ଦେଇଛନ୍ତି, ଅଷ୍ଟମ ବେତନ କମିଶନ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ତାଙ୍କର ସୁପାରିସ ଦାଖଲ କରିବ, ଯାହା ସମୟ ମଧ୍ୟରେ ଜଣାଇ ଦିଆଯିବ। କେନ୍ଦ୍ର ସରକାର ଜାନୁଆରୀ ୧୬ରେ ଅଷ୍ଟମ ବେତନ କମିଶନ ଘୋଷଣା କରିଥିଲେ। ବର୍ତ୍ତମାନ ୬ ମାସରୁ ଅଧିକ ସମୟ ବିତିଗଲାଣି କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ନୂତନ ବେତନ କମିଶନର ଅଧ୍ୟକ୍ଷ ଏବଂ ସଦସ୍ୟଙ୍କ ନିଯୁକ୍ତି ସମ୍ପର୍କରେ କୌଣସି ସରକାରୀ ଘୋଷଣା କରାଯାଇ ନାହିଁ। ସପ୍ତମ ବେତନ କମିଶନର ୧୦ ବର୍ଷର କାର୍ଯ୍ୟକାଳ ୩୧ ଡିସେମ୍ବର ୨୦୨୫ରେ ଶେଷ ହେବାକୁ ଥିବା ବେଳେ ଏହି କମିଶନର କାର୍ଯ୍ୟକାଳ ୧ ଜାନୁଆରୀ ୨୦୨୬ରୁ ଆରମ୍ଭ ହେବାକୁ ଯାଉଛି।

ସାଧାରଣତଃ ସରକାର ପ୍ରତି ୧୦ ବର୍ଷରେ ଏକ ବେତନ କମିଶନ ଗଠନ କରି କର୍ମଚାରୀଙ୍କ ଦରମା ସମୀକ୍ଷା ଏବଂ ସଂଶୋଧନ କରନ୍ତି। ଏଠାରେ କେନ୍ଦ୍ର ୮ମ କେନ୍ଦ୍ରୀୟ ବେତନ କମିଶନ (CPC) ଗଠନ ଘୋଷଣା କରିବାର ୬ ମାସରୁ ଅଧିକ ସମୟ ବିତିଯାଇଛି, କିନ୍ତୁ ଏପର୍ଯ୍ୟନ୍ତ ଏହି ପ୍ରସଙ୍ଗର ସମାଧାନ ହୋଇନାହିଁ। ଏହା କାର୍ଯ୍ୟକାରୀ ହେବା ପରେ ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନ୍‌ସନ୍‌ଭୋଗୀଙ୍କ ଦରମା, ପେନ୍‌ସନ୍‌ ଏବଂ ଭତ୍ତାରେ ଉନ୍ନତି ଆସିବ। ବର୍ତ୍ତମାନ ୧୦ ବର୍ଷର ଚକ୍ର ଅନୁଯାୟୀ, ୮ମ ବେତନ କମିଶନ ୨୦୨୪-୨୫ରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଯାହା ଫଳରେ ସରକାରୀ ଚାକିରିଆମାନେ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri