Posted inଖେଳ

ରାହୁଲ, ଆୟରଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ଆସିଲା ବଡ଼ ଅପଡେଟ୍‌, ଜାଣନ୍ତୁ ଏସିଆ କପରେ ଖେଳିବେ କି ନାହିଁ

ନୂଆଦିଲ୍ଲୀ,୫।୮: ୨୦୨୩ ଏସିଆ କପ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଏକ ଖୁସି ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲ ଏବଂ ଶ୍ରେୟସ ଆୟର ସମସ୍ତେ ଅଗଷ୍ଟ ୨୧ରେ ବେଙ୍ଗାଲୁରୁର ନ୍ୟାଶନାଲ କ୍ରିକେଟ ଏକାଡେମୀ (ଏନସିଏ)ରେ ଏସିଆ କପ କ୍ୟାମ୍ପରେ ଯୋଗଦେବାକୁ ପ୍ରସ୍ତୁତ ଅଛନ୍ତି।

ଇନ୍ସାଇଡ ସ୍ପୋଟର୍‌ସ ଏହାର ଏକ ରିପୋର୍ଟରେ କହିଛି ଯେ, ଉଭୟ କେ.ଏଲ ରାହୁଲ ଏବଂ ଶ୍ରେୟସ ଆୟର ଏସିଆ କପ କ୍ୟାମ୍ପରେ ସାମିଲ ହେବେ। ଇନସାଇଡ ସ୍ପୋର୍ଟସ ବିସିସିଆଇର ଜଣେ ଅଧିକାରୀଙ୍କ ଉଦ୍ଧେଶ୍ୟରେ କହିଛନ୍ତି, ଉଭୟ (ରାହୁଲ ଏବଂ ଆୟର) କ୍ୟାମ୍ପରେ ରହିବେ। ଯଦିଓ କେ.ଏଲ ରାହୁଲ କିମ୍ବା ଶ୍ରେୟସ ଆୟର ସମ୍ପୂର୍ଣ୍ଣ ଫିଟ୍‌ ନୁହଁନ୍ତି, ସେମାନେ ଦଳର ଏକ ଅବିଚ୍ଛେଦ୍ୟ ଅଙ୍ଗ। ତେଣୁ ଉଭୟ ଏହି ଶିବିରରେ ସାମିଲ ହେବେ।

ବିସିସିଆଇ ଅଧିକାରୀ କହିଛନ୍ତି, ରାହୁଲ ଏବଂ ଆୟର ସେମାନଙ୍କ ପୁନରୁଦ୍ଧାର ପ୍ରକ୍ରିୟା ମଧ୍ୟରେ ଏହି ଶିବିରରେ ଯୋଗଦେବେ ଏବଂ ଏସିଆ କପ ପାଇଁ ମଞ୍ଜୁରୀ ମିଳିବା ପୂର୍ବରୁ ଦଳ ଟମ୍‌ ପ୍ରବନ୍ଧନ ଏହାର ମୂଲ୍ୟାଙ୍କନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri