ସ୍କୁଲ ବନ୍ଦ ନିଷ୍ପତ୍ତି ନେଇ ଆସିଲା ବଡ଼ ଅପ୍‌ଡେଟ୍‌ : ଗଣଶିକ୍ଷା ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯।୬: ରାଜ୍ୟର ବିଭିନ୍ନ ଜିଲାକୁ ଝାଡ଼ାବାନ୍ତି ବ୍ୟାପୁଛି। ଝାଡ଼ାବାନ୍ତି ବ୍ୟାପୁଥିବା ଅଞ୍ଚଳରେ ସ୍କୁଲ ବନ୍ଦ ନିଷ୍ପତ୍ତି ନେବେ ଜିଲାପାଳ। ଡାଇରିଆ ସ୍ଥିତି ଅଣାୟତ ଥିଲେ ସ୍କୁଲ ବନ୍ଦ ରହିବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି।

୫୮ଦିନ ପରେ ଆସନ୍ତା ୨୦ ତାରିଖରେ ସ୍କୁଲ ଖୋଲିଥାନ୍ତା। ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ। ଶିକ୍ଷୟିତ୍ରୀ ଶିକ୍ଷକ ସକାଳ ୯ଟା ୩୦ ସୁଦ୍ଧା ସ୍କୁଲରେ ପହଞ୍ଚତ୍ବେ ଏବଂ ଅପରାହ୍ନ ସାଢ଼େ ୪ଟା ଯାଏ କ୍ୟାମ୍ପସରେ ଉପସ୍ଥିତ ରହିବେ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିବାବେଳେ ପିଲାଙ୍କ ପାଠପଢ଼ା ପାଇଁ ସ୍କୁଲଗୁଡ଼ିକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା
ମାତ୍ର ଏବେ ଝାଡ଼ାବାନ୍ତି ବ୍ୟାପୁଛି। ଏହାକୁ ଦୃଷ୍ଟିରେ ରଖି ଗଣଶିକ୍ଷା ମନ୍ତ୍ରୀ ଏଭଳି କହିଛନ୍ତି।

ଅତ୍ୟଧିକ ଖରା ଓ ଗରମ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୨ରୁ ବିଦ୍ୟାଳୟଗୁଡ଼ିକ ପାଇଁ ଖରାଛୁଟି ଘୋଷଣା କରିଥିଲେ। ୨୩ ତାରିଖରୁ ସ୍କୁଲ ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୋମନାଥ ରଥ ଶିକ୍ଷାର ବିକାଶ କରିଥିଲେ, ଜଟିଳ ଶିକ୍ଷା ପ୍ରକ୍ରିୟାରୁ ବାହାରି ଆଗକୁ ବଢ଼ିବାକୁ ପଡିବ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧକ୍ଷ…

ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା

ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର…

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…

ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri