Posted inଖେଳ

୧୧୨ ରନରେ ସିଏସକେର ବୃହତ ବିଜୟ …

ଜୟପୁର,୧୪।୫ : ଆଇପିଏଲ ୨୦୨୩ର ୬୦ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ(ଆରଆର) ବିପକ୍ଷରେ ରବିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ୧୧୨ ରନରେ ବିଜୟ ହାସଲ କରିଛି।

ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଆରଆର ୧୦.୩ ଓଭରରେ ୧୦ ଓ୍ବିକେଟ ହରାଇ ୫୯ ରନ କରିଥିଲା। ପ୍ରଥମରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ଆରଆର ଦଳ ଗୋଟିଏ ପରେ ଗୋଟିଏ ଓ୍ବିକେଟ ହରାଇଥିଲା। ଆରଆର ବ୍ୟାଟ୍ସ ମ୍ୟାନ ଆରସିବି ବୋଲରଙ୍କ ସାମ୍ନା କରି ପାରି ନ ଥିଲେ।

ଆରଆର ପକ୍ଷରୁ ଜୋଏ ରୁଟ ରନ କରିଥିବାବେଳେ ସିମଶନ ହେଟମେୟାର ୩୫ ରନ କରିଥିଲେ।

ଜୟପୁରର ସାୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଆରସିବି ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ୍‌ ଅଧିନାୟକ ଫାଫ ଡୁପଲେସିସଙ୍କ ନେତୃତ୍ୱରେ ବ୍ୟାଟିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଥିଲା। ସେହିପରି ଆରଆର ଦଳ ଅଧିନାୟକ ସଞ୍ଜୁ ସାମସନଙ୍କ ନେତୃତ୍ୱରେ ବୋଲିଂ କରିବା ଆରମ୍ଭ କରିଥିଲା।

ଧାର୍ଯ୍ୟ ୨୦ ଓଭରରେ ଆରସିବି ୫ ଓ୍ବିକେଟ ହରାଇ ୧୭୧ ରନ କରିଛି। ଫଳରେ ଆରଆର ପାଇଁ ବିଜୟ ଲକ୍ଷ୍ୟ ୧୭୨ରନ ରହିଛି।

ଆରସିବି ପକ୍ଷରୁ ବିରାଟ କୋହଲି ୧୮ ରନ କରିଥିବାବେଳେ ଫାପ୍‌ ଡୁ ପ୍ଲେସିସ ୫୫ ରନ, ଗ୍ଲେନ ମ୍ୟାକ୍ସଓ୍ବେଲ ୫୪ ରନ, ଅନୁଜ ରାଓ୍ବତ ୨୯ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?