ବିଗ୍‌ ବଜାରର ପବ୍ଲିକ ହଲିଡେ ସେଲ୍‌

ଭୁବନେଶ୍ୱର,୨୩।୧୨: ଦେଶର ପ୍ରମୁଖ ବ୍ୟବସାୟୀକ (ଓମିନ ଚେନ) ରିଟେଲର କମ୍ପାନୀ ବିଗ ବଜାର ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର ସ୍କିମ ‘ପବ୍ଲିକ ହଲିଡେ ସେଲ’ ସମ୍ପର୍କରେ ଘୋଷଣା କରାଯାଇଥିଲା। ଏହି ସ୍ବତନ୍ତ୍ର ସେଲ ୨୨ ଡିସେମ୍ବରରୁ ୨ ଜାନୁୟାରୀ ୨୦୨୨ ପର୍ଯ୍ୟନ୍ତ ଜାରି ରହିବ। ଏ ସମ୍ପର୍କରେ ଫ୍ୟୁଚର ଗ୍ରୁପର ସିମଓ ଡିଜିଟାଲ,ମାର୍କେଟିଙ୍ଗ ଆଣ୍ଡ ଇ କର୍ମସର ପଓ୍ବନ ସାରଦ କହିଛନ୍ତି ଯେ ଆମର ପ୍ରିୟ ଗ୍ରାହକଙ୍କୁ କମ୍ପାନୀ ସମସ୍ତ ଉପତ୍ାଦ ସୁଲଭ ମୂଲ୍ୟ ଓ ସହଜରେ ପହଞ୍ଚାଇବ ସହ ୨୦୨୧କୁ ଏକ ଅନୁଭୂତି ମୂଳକ ବିଦାୟ ଦେବା ଲାଗି ଏଭଳି କାର୍ଯ୍ୟକ୍ରମ କରାଯାଇଛି। ଦେଶର ସମସ୍ତ ଷ୍ଟୋରରେ ଏହି ଅଫର ଉପଲବ୍ଧ ରହିଥିବା ବେଳେ ଏହା ଜରିଆରେ ଆମର ଉପଭୋକ୍ତା ଷ୍ଟୋରରୁ ଖାଦ୍ୟ ସାମଗ୍ରୀ ଠାରୁ ନେଇ ଇଲେକ୍ଟ୍ରେନିକସ ପ୍ରଡକ୍ଟ ପର୍ଯ୍ୟନ୍ତ କ୍ରୟ କରି ପାରିବେ। ଏହି ୧୧ ଦିନିଆ ବିଶେଷ ଅଫରର ସୁବିଧା ଓ ଲାଭ ଉଠାଇବାକୁ କୁହାଯାଇଛି। ଏହି ଅଫର ଉଭୟ ଅଫଲଶଇନ ଓ ଅନଲାଇନ ମାଧ୍ୟମରେ ମଧ୍ୟ ଉପଲବ୍ଧ ରହିଛି। ବିଗ ବଜାରର ସ୍ବତନ୍ତ୍ର ଆପ ସପ ବିଗ ବଜାର ଡଟ କମ ଏବଂ ବିଗ ବଜାର ଆପ ଜରିଆରେ ମଧ୍ୟ ଗ୍ରାହକ ସମସ୍ତ ସୁବିଧା ପାଇପାରିବେ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri