ଚାଷୀ ଆନ୍ଦୋଳନରେ ସାମିଲ ହୋଇଥିବା ଅଭିନେତ୍ରୀ କରୋନା ପଜିଟିଭ

ନୂଆଦିଲ୍ଲୀ,୨୭।୯-ପୂର୍ବତନ ବିଗବସ ପ୍ରତିଯୋଗୀ ତଥା ପଞ୍ଜାବୀ ଅଭିନେତ୍ରୀ ହିମାଂଶୀ ଖୁରାନା ମହାମାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଏ ନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପୂରା ସତର୍କତା ଅବଲମ୍ବନ କରିବା ପରେ ବି ମୁଁ କରୋନାରେ ସଂକ୍ରମିତ ହୋଇଛି। ଦୁଇ ଦିନ ତଳେ ଚାଷୀ ଆନ୍ଦୋଳନରେ ସାମିଲ ହୋଇଥିଲି। ସେଠାରେ ପ୍ରବଳ ଗହଳି ଥିଲା। ସୁଟିଂକୁ ଯିବା ପୂର୍ବରୁ କରୋନା ଟେଷ୍ଟ କରାଇଲି। ଏହାପରେ ମୋର ରିପୋର୍ଟ ପଜିଟିଭ ଆସିଛି। ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ତୁରନ୍ତ କରୋନା ପରୀକ୍ଷା କରାଇ ଦିଅନ୍ତୁ ବୋଲି ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋର କିଛି ହଜିଗଲା ଭଳି ଲାଗୁଛି’

ନୂଆଦିଲ୍ଲୀ,୬।୨: ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଜୀବନର ଅଂଶ ହୋଇଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି। ଏଭଳି କହିଛନ୍ତି ଭାରତୀୟ କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର।...

ଆରଜେଡି ସହ ହାତ ମିଶାଇଲେ ଶରଦ ଯାଦବ

ପାଟନା,୨୦।୩: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶରଦ ଯାଦବଙ୍କ ଦଳ ଲୋକତାନ୍ତ୍ରିକ ଜନତା ଦଳ (ଏଲଜେଡି)ର ଆରଜେଡିରେ ବିଲୟ ଘଟିଛି। ଏହି ଅବସରରେ ଆରଜେଡି ନେତା ତେଜସ୍ବୀ...

ଫେରିଲା ନାଇଟ୍‌ କର୍ଫ୍ୟୁ

ଶ୍ରୀନଗର,୧୭।୧୧: ଜମ୍ମୁ-କଶ୍ମୀରରେ ଆଜିଠୁ ନାଇଟ୍‌ କର୍ଫ୍ୟୁ ଲାଗୁ ହେବ। ତେବେ କରୋନା ସଂକ୍ରମଣ ବଢୁଥିବାରୁ କର୍ଫ୍ୟୁ ଲାଗୁ କରିବା ପାଇଁ ପ୍ରଶାସନ ନିଷ୍ପତ୍ତି ନେଇଛି।  ରାତି...

ସତ୍ୟପାଠ ଦାଖଲ କଲେ ଯୋଗୀ ସରକାର…

ନୂଆଦିଲ୍ଲୀ, ୨୯।୩ : ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ସୁପ୍ରିମକୋର୍ଟରେ ମଙ୍ଗଳବାର ଲଖମୀପୁର ଖେରୀ ମାମଲାରେ ସତ୍ୟପାଠ ଦାଖଲ କରିଛନ୍ତି । ସରକାର କହିଛନ୍ତି...

‘ରାଫେଲ ଚୁକ୍ତିରେ ଦୁର୍ନୀତି ସ୍ପଷ୍ଟ’

ନୂଆଦିଲ୍ଲୀ, ୩ା୭- ଭାରତ ସହ ଫ୍ରାନ୍ସର ୫୯ ହଜାର କୋଟି ଟଙ୍କାର ରାଫେଲ ଫାଇଟର ଜେଟ୍‌ ଚୁକ୍ତିରେ ଦୁର୍ନୀତି ଓ ପକ୍ଷପାତିତା ଅଭିଯୋଗର ତଦନ୍ତ ଆରମ୍ଭ...

୨୪ ଘଣ୍ଟାରେ ୯ ହଜାର ୮୫୧ ନୂଆ ଆକ୍ରାନ୍ତ ଚିହ୍ନଟ: କରୋନା ସଂକ୍ରମିତଙ୍କ ସଂଖ୍ୟା ୨.୨୫ ଲକ୍ଷ ଟପିଲା

ନୂଆଦିଲ୍ଲୀ,୫।୬ : ମହାମାରୀ କରୋନା ଭାରତରେ କାୟା ବିସ୍ତାର କରିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୮୫୧ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ଆମେଠିରେ ଘର କିଣିବେ ସ୍ମୃତି

ଆମେଠି,୨୪।୬: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି ରବିବାର ତାଙ୍କ ନିର୍ବାଚନ ମଣ୍ଡଳୀ ଆମେଠି ଗସ୍ତ କରିଥିଲେ। ଏବେ ସେ ସେଠାରେ ଏକ ଘର କିଣିବେ ବୋଲି ଶୁଣିବାକୁ...

କମ୍‌ ବୟସରେ କୋହଲିଙ୍କୁ ବିବାହ କରିଥିଲେ ଅନୁଷ୍କା: ଜାଣନ୍ତୁ କାହିଁକି…

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ଭାରତୀୟ କ୍ରିକେଟ ଦଳର ଅଧିନୟକ ବିରାଟ କୋହଲିଙ୍କର ଆଜି ହେଉଛି ୩ୟ ବିବାହ ବାର୍ଷିକୀ। ଏହି ଯୋଡି ୩...

Advertisement
Archives

Model This Week