ରାସ୍ତାରେ ଭିକ ମାଗୁଛନ୍ତି ‘ବିଗ୍‌ବସ୍‌’ ଫେମ୍‌ ଶିବ ଠାକ୍‌ରେ, ଅବସ୍ଥା ଦେଖି…

ବମ୍ବେ: ‘ବିଗ୍‌ ବସ୍‌’ର ୧୬ତମ ସଂସ୍କରଣ ଅନେକ ପ୍ରତିଯୋଗୀଙ୍କୁ ନେଇ ଚର୍ଚ୍ଚାରେ ରହିଥିଲା। ସେମାନଙ୍କ ମଧ୍ୟରୁ ଜଣେ ଥିଲେ ଶିବ ଠାକ୍‌ରେ। ଟ୍ରଫି ଜିତି ନ ଥିଲେ ମଧ୍ୟ ସେ ଦର୍ଶକଙ୍କ ହୃଦୟ ଜିତିବାରେ ସଫଳ ହୋଇଥିଲେ। ଶୋ’ ପରେ ସେ ‘ଖତ୍‌ରୋ କେ ଖିଲାଡ଼ି’ରେ ଜବରଦସ୍ତ ଷ୍ଟଣ୍ଟ କରୁଥିବା ଦେଖାଯାଇଥିଲା।
ଏବେ ସେ ଡ୍ୟାନ୍ସ ରିଆଲିଟି ଶୋ’ ‘ଝଲକ ଦିଖ୍‌ଲା ଯା’ରେ ନଜର ଆସୁଛନ୍ତି। ଏସବୁ ମଧ୍ୟରେ ଏବେ ତାଙ୍କର ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖି ଆପଣ ଚକିତ ହେବେ ନିଶ୍ଚୟ। ଖରାପ ଅବସ୍ଥାରେ ସେ ରାସ୍ତାରେ ଭିକ ମାଗୁଥିବା ଦେଖାଯାଉଛି। ଏଭଳି ଅବସ୍ଥା ଦେଖି ତାଙ୍କୁ ଚିହ୍ନିବା ମୁସ୍କିଲ ହେଉଛି।
ଭିଡିଓରେ ଶିବ ତାଙ୍କ ମୁହଁରେ ପ୍ରୋସ୍ଥେଟିକ୍‌ ମେକ୍‌ଅପ୍‌ କରୁଥିବା ଦେଖାଯାଉଛି। ଏହାପରେ ସେ ବେଶ ଭୟଙ୍କର ଲାଗୁଛନ୍ତି। ମେକ୍‌ଅପ୍‌ କରି ନିଜର ରୂପ ବଦଳାଇବା ପରେ ସେ ପ୍ରାଙ୍କ କରିବା ଲାଗି ରାସ୍ତାକୁ ଯାଉଛନ୍ତି। ଏପରିକି ସେ ଜଣଙ୍କ ପରେ ଜଣଙ୍କୁ ଭିକ ମାଗୁଛନ୍ତି।
ଏକ ଶୋ’ ରୁମ୍‌ରେ ଗାର୍ଡ ତାଙ୍କୁ ବାହାର କରିଦେଉଛନ୍ତି। ସେହିଭଳି ଜଣେ ମହିଳା ଶିବଙ୍କୁ ଦେଖି ଭୟରେ ଚିଲ୍ଲାଉଛନ୍ତି। ଶେଷରେ ଏକ ଅଟୋ ଡ୍ରାଇଭର ତାଙ୍କୁ ଟଙ୍କା ଦେଉଛନ୍ତି। ଏସବୁ ଦେଖି ଲୋକେ ‘ଆଇ’ ଫିଲ୍ମ ମନେ ପଡ଼ୁଥିବା କହିଛନ୍ତି।
ଆପଣ ବି ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri