‘ବିଗ ବସ୍‌’ରେ ଏଣ୍ଟ୍ରି କରିବା ନେଇ ଜାଣନ୍ତୁ କ’ଣ କହିଲେ ଅଭିନେତ୍ରୀ

ଟେଲି ଧାରାବାହିକର ଲୋକପ୍ରିୟ ଅଭିନେତ୍ରୀ ଶିବାଙ୍ଗୀ ଯୋଶୀଙ୍କ ନାଁ ବର୍ତ୍ତମାନ ଖୁବ ଚର୍ଚ୍ଚାରେ । ୟେ ରିସ୍ତା କିୟା କେହଲାତା ହୈ’ରୁ ଖୁବ ଲୋକପ୍ରିୟ ହୋଇଥିଲେ ଶିବାଙ୍ଗୀ। ତେବେ ଅଭିନେତ୍ରୀ ଖତରୋ କେଁ ଖିଲାଡି-୧୨ରେ ନଜର ଆସିବେ ବୋଲି କୁହାଯାଉଛି। ହେଲେ ଏହି ସମୟରେ ‘ବିଗ ବସ୍‌’ରେ ଏଣ୍ଟ୍ରି ପାଇଁ ଶିବାଙ୍ଗୀଙ୍କ ନାମ ଆଲୋଚନାର ହେଉଛି। ତେବେ ଏହି ଚର୍ଚ୍ଚାକୁ ଅଭିନେତ୍ରୀ ଖୁଲାସା କରିଛନ୍ତି।

ଏକ ସାକ୍ଷାତକାରେ ଶିବଙ୍ଗୀଙ୍କୁ ପ୍ରଶ୍ନ ପଚରାଯାଇଥିଲା କି ଆପଣ ‘ଖତରୋ କେଁ ଖିଲାଡି’ ଏବଂ ‘ବିଗ ବସ୍‌’ରେ ଏକ ଅଂଶ ହେବେ। ଏହା ଶୁଣି ଶିବାଙ୍ଗୀ କହିଛନ୍ତି, ‘ବର୍ତ୍ତମାନ ଏହି ସମୟରେ ମୁଁ ବିଗ୍‌ ବସ-୧୬ରେ ଆସିବି କି ନାହିଁ ତାହା କହିବା ଠିକ୍‌ ହେବ ନାହିଁ। ମୁଁ ଏ ବିଷୟରେ କିଛି ଜାଣି ନାହିଁ କି ପରବର୍ତ୍ତୀ ସମୟରେ କ’ଣ କରିବି ନ କରିବି ସେ ବିଷୟରେ କିଛି ଜାଣେ ନାହିଁ । କିନ୍ତୁ ଯାହା ବି କରିବି ନିଶ୍ଚୟ ଜଣାଇବି।’


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?