ବିଗ୍‌ବସ୍‌ ୧୯: ସଲ୍‌ମାନଙ୍କୁ ମିଶାଇ ୪ ହୋଷ୍ଟ

ମୁମ୍ବାଇ: ଲୋକପ୍ରିୟ ରିୟଲିଟି ଶୋ’ ବିଗ୍‌ବସ୍‌ର ୧୯ତମ ସିଜନ୍‌କୁ ନେଇ ସୋମବାର ଏକ ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟ ଅନୁଯାୟୀ, ଅଗଷ୍ଟ ଶେଷ ସପ୍ତାହରେ ‘ବିଗ୍‌ବସ୍‌ ୧୯’ ଆରମ୍ଭ ହେବ, ଯାହା ୫ ମାସ ପର୍ଯ୍ୟନ୍ତ ଚାଲିବ। ଏହା ସବୁଠାରୁ ଲମ୍ବା ଅବଧିର ବିଗ୍‌୍‌ବସ୍‌ ସିଜନ୍‌ ହେବ ବୋଲି ଜଣାପଡ଼ିଛି। ତେବେ ଏହି ସିଜନକୁ କେବଳ ସଲ୍‌ମାନ ହୋଷ୍ଟ କରିବେ ନାହିଁ, ବରଂ ୩ ଅନ୍ୟ ସେଲିବ୍ରିଟି ମଧ୍ୟ ହୋଷ୍ଟ କରିବେ। ଏହି ଶୋ’ରେ ପ୍ରଥମ ୩ ମାସ ସଲ୍‌ମାନ ହୋଷ୍ଟ କରିବେ। ଏହାପରେ ଅଭିନେତ୍ରୀ ଫରାହ ଖାନ୍‌, ଅଭିନେତା ଅନିଲ କପୁର ଏବଂ ଫିଲ୍ମ ନିର୍ମାତା କରନ ଜୋହର ଏହି ଶୋ’କୁ ହୋଷ୍ଟ କରିବେ ବୋଲି ଶୋ’ର କୋର୍‌ ଟିମ୍‌ଙ୍କ ସୂତ୍ରରୁ ଜଣାପଡ଼ିଛି। ତେବେ ଗ୍ରାଣ୍ଡ୍‌ ଫିନାଲେକୁ ସଲ୍‌ମାନ ହୋଷ୍ଟ କରିବେ। ସେହିପରି ଚଳିତ ଥର ଏହି ରିୟଲିଟି ଶୋ’ ଟିଭି ଏବଂ ଓଟିଟିରେ ଏକକାଳୀନ ଚାଲିବ ବୋଲି ଜଣାପଡ଼ିଛି। ବିଗ୍‌୍‌ବସ୍‌ ୧୯ର ପ୍ରତିଯୋଗୀଙ୍କ ପାଇଁ ସମ୍ପ୍ରତି ଅଡିଶନ ଜାରି ରହିଛି। ଛୋଟ ପରଦା ତଥା ମଡେଲ ଦୁନିଆର ଅନେକ ତାରକା ଚଳିତ ସିଜନ୍‌ରେ ପ୍ରତିଯୋଗୀ ଭାବେ ଯୋଗଦେବେ ବୋଲି ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ Sunetra Pawar, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଶପଥ ନେବେ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ।…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri