କାର୍‌ ଦୁର୍ଘଟଣା: ହସ୍ପିଟାଲରେ ଭର୍ତ୍ତି ହେଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବିଗ୍‌ ବସ-୧୪ ଫେମ ଅଭିନେତ୍ରୀ ଅର୍ଶି ଖାନ ଏକ ସଡକ ଦୁର୍ଘଟଣାର ଶିକାର ହୋଇଛନ୍ତି। ତାଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଦିଲ୍ଲୀର ମାଲବିୟ ନଗରରେ ଏହି ଦୁର୍ଘଟଣା ଘଟିଛି। ସେ ନିଜ ଆସିଷ୍ଟାଣ୍ଟ ରେଖା ସହ କାର୍‌ରେ ଥିଲେ। ତାଙ୍କ ଛାତିରେ ଯନ୍ତ୍ରଣା ହେଉଥିବା ସେ କହିଛନ୍ତି।

ବିଗ୍‌ବସ-୧୪ ଜରିଆରେ ଅର୍ଶି ଲୋକପ୍ରିୟତା ହାସଲ କରିଥିଲେ। ସେ ମଧ୍ୟ ହିନ୍ଦୀ ଫିଲ୍ମ ‘ଦ ଲାଷ୍ଟ ଏମ୍ପରର’ ମାଧ୍ୟମରେ ବଲିଉଡ ଡେବ୍ୟୁ କରିଛନ୍ତି। କେବଳ ସେତିକି ନୁହେଁ ସେ ସିରିଏଲରେ ମଧ୍ୟ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଇୟୁ, ୧୪ ରାଷ୍ଟ୍ରର ପ୍ରତ୍ୟାଖ୍ୟାନ

ମାନିଲା,୧୩ା୭: ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଆମେରିକା, ବ୍ରିଟେନ୍‌ ସମେତ ୧୪ ଦେଶ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୧୬ର ଏକ ଅନ୍ତର୍ଜାତୀୟ ରାୟ ଅନୁଯାୟୀ ଦକ୍ଷିଣ ଚାଇନା…

୧୫ ମୃତଦେହକୁ ଭାରତ ଆଣିବା ପ୍ରକ୍ରିୟା ଆରମ୍ଭ

ଭିଏଟନାମ, ୧୩ା୭: ଭିଏଟନାମ ‘ଫୁ କ୍ୱାକ୍‌’ ଦ୍ୱୀପ ନିକଟରେ ଗତକାଲି ଘଟିଥିବା ଦୁଖଦ ସ୍ପିଡ୍‌ବୋଟ୍‌ ଦୁର୍ଘଟଣା ପରେ ଆଜି ପରବର୍ତ୍ତୀ ପ୍ରକ୍ରିୟାକୁ ଜୋରଦାର କରିଦିଆଯାଇଛି। ଭାରତୀୟ ଦୂତାବାସର ସୂଚନା…

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri