Advertisement

ବିବାହ କରିବେ ଅର୍ଶୀ

ବମ୍ବେ: ବିବାହ କରିବେ ବିଗ୍‌ବସ୍‌ ଫେମ୍‌ ଅର୍ଶୀ ଖାଁ। ବ୍ୟବସାୟୀ ପ୍ରେମିକଙ୍କ ହାତ ଧରିବେ ସେ। ଏନେଇ ନିକଟରେ ସେ ଏକ ସାକ୍ଷାତକାରରେ ଖୁଲାସା କରିଛନ୍ତି। ହେଲେ ସେ କେବେ ଆଉ କାହାକୁ ବିବାହ କରିବେ ତାହାକୁ ଗୋପନୀୟ ରଖିବାକୁ ଚାହିଁଛନ୍ତି।

ପୂର୍ବରୁ ଅର୍ଶୀ ଈଶାନ ମସୀହଙ୍କୁ ଡେଟ୍‌ କରୁଥିବା ନେଇ ହେଉଥିଲା ଚର୍ଚ୍ଚା। ହେଲେ ଏସବୁ ଖବରକୁ ସେ ଖଣ୍ଡନ କରିଛନ୍ତି। ଈଶାନ କେବଳ ଜଣେ ଭଲ ବନ୍ଧୁ ବୋଲି କହିଛନ୍ତି।

ତେବେ ଅର୍ଶୀଙ୍କ ପ୍ରେମିକ ବ୍ୟବସାୟୀ ହୋଇଥିବା ବେଳେ ଶୋ’ବିଜ୍‌ ସହ ତାଙ୍କର ସମ୍ପର୍କ ନାହିଁ। ବର୍ଷକ ପରେ ଦୁହେଁ ବିବାହ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ହେଲେ ନିଜ ଜୀବନକୁ ନେଇ କୌଣସି ଚର୍ଚ୍ଚା ହେଉ ବୋଲି ସେ ଚାହୁଁନାହାନ୍ତି ବୋଲି ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏତିକି ସମ୍ପତ୍ତି ଛାଡିଯାଇଛନ୍ତି ରାଜୁ ଶ୍ରୀବାସ୍ତବ

ପ୍ରସିଦ୍ଧ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କର ୫୮ ବର୍ଷ ବୟସରେ ପରଲୋକ ଘଟିଛି। ଗତ ଅଗଷ୍ଟ ୧୦ରେ ଜିମ ଯିବା ସମୟରେ ହୃଦଘାତ ହୋଇଥିଲା। ଦୀର୍ଘ...

କମିଗଲା କ୍ରିତିଙ୍କ ଓଜନ

ମୁମ୍ବାଇ: ଅଭିନେତ୍ରୀ କ୍ରିତି ଖରବନ୍ଦାଙ୍କ ପାଇଁ ୨୦୨୦ ମସିହା ଆଦୌ ଭଲ ନ ଥିଲା ବୋଲି ସେ କହିଛନ୍ତି । ଗତବର୍ଷ ନଭେମ୍ବରରେ ସେ ମ୍ୟାଲେରିଆରେ...

ପ୍ରଶ୍ନ ଉଠାଇଲେ ମିମି: ଯଦି ଏମିତି ଜଣେ ମହିଳା କରିଥାନ୍ତେ…

ବମ୍ବେ: ନ୍ୟୁଡ୍‌ ଫଟୋଶୁଟ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି ବଲିଉଡ ଅଭିନେତା ରଣବୀର ସିଂହ। ଏକ ମାଗାଜିନ୍‌ ଲାଗି ସେ ଏଭଳି ଫଟୋଶୁଟ୍‌ କରାଇବାର କିଛି ଫଟୋ...

ମାଳତୀଙ୍କ ସହ ପ୍ରଥମ ଜନ୍ମଦିନ ପାଳିଲେ ପିସି

ମୁମ୍ବାଇ: ଗ୍ଲୋବାଲ ଷ୍ଟାର ପ୍ରିୟଙ୍କା ଚୋପ୍ରା ନିକଟରେ ତାଙ୍କର ୪୦ ତମ ଜନ୍ମଦିନ ପାଳନ କରିଛନ୍ତି । ଏଥର ସେ ପରିବାର ସଦସ୍ୟ ଓ ସାଙ୍ଗସାଥିଙ୍କ...

ସିଦ୍ଧାର୍ଥଙ୍କ ପ୍ରେମରେ ଆରତୀ, ହେଲେ କହିପାରୁନାହାନ୍ତି ମନକଥା

ବମ୍ବେ: ସୁପରଷ୍ଟାର ଗୋବିନ୍ଦାଙ୍କ ଭାଣିଜୀ ଆରତୀ ସିଂଙ୍କୁ ନେଇ ନୂଆ ଚର୍ଚ୍ଚା। ସେ କୁଆଡ଼େ ବିଗ୍‌ ବସ୍‌ ପ୍ରତିଯୋଗୀ ସିଦ୍ଧାର୍ଥ ଶୁକ୍ଳାଙ୍କୁ ମନେମନେ ଭଲ ପାଉଛନ୍ତି।...

ପୂର୍ବ ପ୍ରେମିକ ଏବେ ଭଲ ବନ୍ଧୁ

ବମ୍ବେ: ପୂର୍ବ ପ୍ରେମିକ ଏବେ ବନ୍ଧୁ। ଅଭିନେତା ପାରସ କଲନାଓ୍ବତ ଏକଦା ସୋସିଆଲ ମିଡିଆ ସେନ୍‌ସେଶନ ଉର୍ଫି ଜାଭେଦଙ୍କୁ ଡେଟ୍‌ କରିଥିଲେ। ଉଭୟ ଏନେଇ ଅନେକ...

କ’ଣ ଥିଲା ମିହିର ଦାସଙ୍କ ଶେଷ ଇଚ୍ଛା….

ମିହିର ଦାସ, ଭୂମିକା ଯେଉଁଭଳି ହୋଇଥାଉନା କାହିଁକି ତାକୁ ସଫଳ କରାଇବାର କାଇଦା ତାଙ୍କୁ ବେଶ୍‌ ଭଲ ଭାବରେ ଜଣା ଥିଲା। ନାୟକ, ଖଳନାୟକ, ହାସ୍ୟ...

୩୧ ଲକ୍ଷ ଟଙ୍କା ଠକିନେଲେ ଆଲିଆ

ବଲିଉଡର ପ୍ରସିଦ୍ଧ ଅଭିନେତା ନୱାଜୁଦ୍ଦିନ ସିଦ୍ଦିକିଙ୍କ ସ୍ତ୍ରୀ ଆଲିଆଙ୍କ ନାଁରେ ଠକେଇ ଅଭିଯୋଗ ହୋଇଛି। ସେ ପ୍ରାୟ ୩୧ ଲକ୍ଷ ଟଙ୍କା ଠକିନେଇଥିବା କୁହାଯାଉଛି। ଆଲିଆଙ୍କ...

Advertisement
Archives

Model This Week