ବିଗ୍‌ବସ୍‌ ଓଟିଟିରେ ହେବ ପାଞ୍ଚ ନୂଆ ଏଣ୍ଟ୍ରି

ବମ୍ବେ: ପୁଣି ଚର୍ଚ୍ଚାରେ ଟେଲିଭିଜନର ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ ଓଟିଟି ୨। ଜିଓ ସିନେମାରେ ଲାଇଭ୍‌ ଷ୍ଟିମିଂ ହେଉଥିବା ଏହି ଶୋ’ର ଲୋକପ୍ରିୟତାକୁ ଦେଖି ନିର୍ମାତା ଏହାର ସମୟସୀମାକୁ ଦୁଇ ସପ୍ତାହ ବଢ଼ାଇ ଦେଇଛନ୍ତି। ଘରେ ନୂଆ ପ୍ରତିଯୋଗୀଙ୍କ ଏଣ୍ଟ୍ରି ଦେଖିବାକୁ ମିଳୁଛି। ଆଗାମୀ ଦିନରେ ଆଉ ପାଞ୍ଚ ଲୋକପ୍ରିୟ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ଭାଗ ନେବାକୁ ଯାଉଛନ୍ତି। ସେମାନେ ଆସିବା ପରେ ଶୋ’ ଆହୁରୀ ମଜାଦାର ହେବ ବୋଲି ଦର୍ଶକ ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କଲେ ଶାହରୁଖ

ବଲିଉଡର କିଙ୍ଗ୍‌ ଶାହରୁଖ ଖାନ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କରିଛନ୍ତି। ଏହି କୃତିତ୍ୱ ପାଇଁ ଚାରିଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ। ୨୫ ଜୁନ ୧୯୯୨ରେ ବଲିଉଡର…

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪…

ଶ୍ରଦ୍ଧା ଭୟଙ୍କର ଅବତାର ଦେଖି ପ୍ରଶଂସକ ଆଶ୍ଚର୍ଯ୍ୟ

ବକ୍ସ ଅଫିସରେ ଫିଲ୍ମ ‘ସ୍ତ୍ରୀ’ ଜରିଆରେ ହୃଦୟ ଜିତିଥିବା ଶ୍ରଦ୍ଧା କପୁର ପୁଣି ବଡ଼ ପରଦାକୁ ଜବରଦସ୍ତ ଭାବେ ଏଣ୍ଟ୍ରି କରିଛନ୍ତି। ମ୍ୟାଡକ୍‌ ଫିଲ୍ମସର ବହୁ ପ୍ରତୀକ୍ଷିତ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଶାହରୁଖଙ୍କୁ ନେଇ ପଙ୍କଜ କପୁର କଲେ ବଡ଼ ଖୁଲାସା: ଦର୍ଶକ ସ୍ତବ୍ଧ

ବଲିଉଡ୍‌ କିଙ୍ଗ କହିଲେ ଶାହରୁଖ ଖାନ୍‌ଙ୍କୁ ବୁଝାଏ। ଥିଏଟରରୁ ବଲିଉଡ ପର୍ଯ୍ୟନ୍ତ ତାଙ୍କ ଯାତ୍ରା ଅନେକ ଯୁବପିଢ଼ିଙ୍କ ପାଇଁ ପ୍ରେରଣାର କାରଣ ପାଲଟିଛି। ସେ ଅନେକ ବ୍ଲକବଷ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri