ବ୍ୟାକ୍‌ଲେସ୍‌ ଡ୍ରେସ୍‌ ପିନ୍ଧି ଟ୍ରୋଲ ହେଲେ ଉର୍ଫି

ମୁମ୍ବାଇ: ବିଗ୍‌ବସ୍‌ରୁ ବାହାରିବା ପରେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି ଉର୍ଫି ଜାଭେଦ୍‌। ସେ ତାଙ୍କର ନୂଆ ନୂଆ ଫଟୋ, ଭିଡିଓ ଶେୟାର କରି ଫ୍ୟାନ୍‌ମାନଙ୍କ ସହ ଯୋଡି ହୋଇ ରହୁଛନ୍ତି। ଏହାଛଡ଼ା ନିଜର ନିଆରା ଫ୍ୟାଶନ ଷ୍ଟାଇଲକୁ ନେଇ ମଧ୍ୟ ସେ ଦୃଷ୍ଟି ଆକର୍ଷଣ କରନ୍ତି।
ନିକଟରେ ଉର୍ଫି ଶିମିରି ବେଜି ବ୍ୟାକଲେସ୍‌ ପୋଷାକରେ ନଜର ଆସିଥିଲେ। ଡ୍ରେସ୍‌ର କିଛି ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ଲୋକେ ବିଭିନ୍ନ ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି। ଅନେକ ଲୋକ ଉର୍ଫିଙ୍କୁ ଧାର୍ମିକ ଭାବନା ସହିତ ଖେଳୁଥିବା ନେଇ ମଧ୍ୟ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ଔଷଧରୁ ମିଳିବ ଆଶ୍ୱସ୍ତି! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪ା୭: କେନ୍ଦ୍ର ସରକାର ଡ୍ରଗ୍ସ ପ୍ରାଇସ୍ କଣ୍ଟ୍ରୋଲ୍ ଅର୍ଡର (DPCO), ୨୦୧୩ରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି, ଯାହାଦ୍ୱାରା ରୋଗୀମାନଙ୍କୁ ଶସ୍ତାରେ ଔଷଧ ମିଳିବା ସହଜ ହେବ।…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି…

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ: ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର,୪।୭(ସୁନିତ୍‌ ମିଶ୍ର):ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି(ଗ୍ରୀନ୍‌ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri