ଜୟଆଲୁକ୍କାସ୍‌ର ବିଗେଷ୍ଟ ଜୁଏଲେରି ଫେଷ୍ଟିଭାଲ

ଭୁବନେଶ୍ୱର,୨୨।୬: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ୍‌ ଜୟଆଲୁକ୍କାସ୍‌ର ବହୁ ପ୍ରତୀକ୍ଷିତ ତଥା ବିଗେଷ୍ଟ ଜୁଏଲେରି ଫେଷ୍ଟିଭାଲ (ଅତୁଳନୀୟ ଅଳଙ୍କାର ବିକ୍ରୟ)ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ଫେଷ୍ଟଭାଲ ଅବସରରେ ଗ୍ରାହକମାନେ ବ୍ରାଣ୍ଡ୍‌ର ସମସ୍ତ ଅଳଙ୍କାରର ମେକିଂ ଚାର୍ଜ ଉପରେ ଫ୍ଲାଟ୍‌ ୫୦% ରିହାତି ଉପଭୋଗ କରିପାରିବେ। ଏହି ସ୍ବତନ୍ତ୍ର ଅବସରରେ ସୁନା, ହୀରା, ମୂଲ୍ୟବାନ୍‌ ପଥର ଏବଂ ରୁପା ସମେତ ବହୁ ଅଳଙ୍କାର ଅନ୍ତର୍ଭୁକ୍ତ ହୋଇଛି।
ଏ ସମ୍ପର୍କରେ ଜୟଆଲୁକ୍କାସ୍‌ ସମୂହର ଚେୟାରମ୍ୟାନ୍‌ ଜୟ ଆଲୁକ୍କାସ କହିଛନ୍ତି,ଆମେ ଏକ ଅଦ୍ୱିତୀୟ ଅଳଙ୍କାର ଶପିଂ ଅଭିଜ୍ଞତା ପ୍ରଦାନ କରିବାକୁ ପ୍ରତିଶ୍ରୁତିବଦ୍ଧ। ଏପରିକି ଆମ ଗ୍ରାହକମାନେ ସେମାନଙ୍କର ପ୍ରତ୍ୟେକ ଆବଶ୍ୟକତା ପୂରଣ କରିବା ପାଇଁ ଅଳଙ୍କାରର ସର୍ବୋତ୍ତମ ଏବଂ ବ୍ୟାପକ ଚୟନ ଆମଠାରୁ ଆଶା କରିପାରନ୍ତି। ଏପରିକି ଅତୁଳନୀୟ ଅଳଙ୍କାର ବିକ୍ରୟ ଆମର ସମସ୍ତ ଶୋ’ରୁମ୍‌ରେ ଉପଲବ୍ଧ। ଆମର ସମସ୍ତ ସଂଗ୍ରହ ପାଇଁ ଅଳଙ୍କାର ତିଆରି ଶୁଳ୍କରେ ଫ୍ଲାଟ ୫୦% ରିହାତି ଅଫର ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri