ଦିଲ୍ଲୀର ସବୁଠୁ ବଡ଼ ଜମ୍ବୋ ମୋମୋ: ବଢ଼ୁଛି ଲୋକଙ୍କ ଚାହିଦା

ଦିଲ୍ଲୀର ଅଧିକାଂଶ ଲୋକଙ୍କ ପ୍ରିୟ ଚାଇନିଜ୍‌ ଖାଦ୍ୟ ହେଉଛି ମୋମୋ। ତେଣୁ ସେଠାରେ ମଲ୍‌ ହେଉ କି ପାର୍କ ପ୍ରାୟ ସବୁସ୍ଥାନରେ ମୋମୋ ଷ୍ଟଲ୍‌ ଦେଖିବାକୁ ମିଳିଥାଏ। କିନ୍ତୁ ଦିଲ୍ଲୀର ଏକ ଭିନ୍ନ ପ୍ରକାର ମୋମୋ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି।
ଦିଲ୍ଲୀର ଓ୍ବେଷ୍ଟ ପଟେଲ ନଗରରେ ଇଣ୍ଡି ମୋମୋ ନାମକ ଏକ ରେଷ୍ଟୁରାଣ୍ଟ ସବୁଠାରୁ ବଡ଼ ମୋମୋ ବିକ୍ରି କରୁଥିବାର ଦାବି କରିଛି। ଏହି ମୋମୋକୁ ଦେଖିବା ପରେ ମଧ୍ୟ ତାହା ସବୁଠାରୁ ବଡ଼ ମୋମୋ ପରି ମନେ ହେଉଛି। ୧୦ଟି ମୋମୋ ସହ ସମାନ ଏହି ଜମ୍ବୋ ମୋମୋ ସମସ୍ତ ମୋମୋ ପ୍ରେମୀଙ୍କ ପ୍ରିୟ ହୋଇପାରିଛି। ଏହି ଜମ୍ବୋ ମୋମୋରେ ୩ଟି ଜିନିଷ, ପରିବା, ପନିର ଏବଂ ଚିକେନ ପୁର ଦେଇ ତିଆରି କରାଯାଇଛି। ଲୋକଙ୍କ ମଧ୍ୟରେ ଏହି ମୋମୋର ଚାହିଦା ବୃଦ୍ଧି ପାଇବାରେ ଲାଗିଛି। ଇଣ୍ଡି ମୋମୋର ମାଲିକଙ୍କ କହିବାନୁଯାୟୀ, ଭେଜ୍‌ ମୋମୋର ମୂଲ୍ୟ ହେଉଛି ୧୨୦ ଟଙ୍କା, ପନିର ମୋମୋ ୧୫୦ ଏବଂ ଚିକେନ ମୋମୋର ମୂଲ୍ୟ ୧୭୦ ଟଙ୍କା। ଏହି ଜମ୍ବୋ ମୋମୋ ସହ ଚଟଣି ମଧ୍ୟ ପରଷାଯାଉଛି।
https://www.instagram.com/p/CMRwJMsAhD4/?utm_source=ig_web_copy_link

 


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

ହଠାତ୍‌ ଥାନାରେ ପହଞ୍ଚିଲେ ରାହୁଲ ଗାନ୍ଧୀ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧। ୮: ଦିଲ୍ଲୀରେ ଛାତ୍ରମାନଙ୍କ ପ୍ରଦର୍ଶନ ସମୟରେ ପେଲେଟ ଗନ ବ୍ୟବହାରକୁ ନେଇ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟ ଷ୍ଟ୍ରିଟ ଥାନାରେ ପହଞ୍ଚିଛନ୍ତି।…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

କିଏ ସେହି ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା!

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦା ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଅଭିନେତାଙ୍କ ପତ୍ନୀ ସୁନୀତା ଗୋବିନ୍ଦାଙ୍କ ସହ ଛାଡ଼ପତ୍ର ପାଇଁ…

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri