Posted inଜାତୀୟ

ଜୀବିତପୁତ୍ରିକା ଉତ୍ସବରେ ଅଘଟଣ: ୨୪ ଘଣ୍ଟାରେ ନଦୀରେ ବୁଡ଼ିଯାଇ ୨୨ ମହିଳାଙ୍କ ମୃତ୍ୟୁ

ପାଟନା,୮ା୧୦: ବିହାରରେ ଜୀବିତପୁତ୍ରିକା ଉତ୍ସବ ପାଳନ ଅବସରରେ ଅଘଟଣ ଘଟିଛି। ନଦୀ, ପୁଷ୍କରିଣୀରେ ଗାଧୋଇବା ବେଳେ ପାଣିରେ ବୁଡ଼ିଯାଇ ୨୨ ଜଣଙ୍କ ମୃତ୍ୟୁ ଘଟିଛି। ଜୀବିତପୁତ୍ରିକା ଉତ୍ସବରେ ଭାଗନେଇଥିବା ମହିଳାମାନେ ପିଲାମାନଙ୍କ କଲ୍ୟାଣ ପାଇଁ ଉପବାସ ବ୍ରତ ପାଳନ କରିଥାନ୍ତି। ଏହି ପରିପ୍ରେକ୍ଷୀରେ ମହିଳାମାନେ ନଦୀ ଓ ବିିଭିନ୍ନ ପୁଷ୍କରିଣୀରେ ଗାଧୋଇବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ଜଣ ମହିଳାଙ୍କ ମୃତ୍ୟୁ ଘଟିଛି।

ଏହି ଦୁଃଖଦ ଘଟଣାରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଶୋକବ୍ୟକ୍ତ କରିବା ସହ ମୃତକଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଭୋଜପୁର ଜିଲାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜେହନାବାଦରେ ୪, ପାଟନା ଓ ରୋହତକରେ ୩ ଜଣ ଲେଖାଏ, ଦରଭଙ୍ଗା ଏବଂ ନଓ୍ବଦାରେ ୨ ଜଣ ଲେଖାଏ ପ୍ରାଣ ହରାଇଛନ୍ତି। ଏହା ବ୍ୟତୀତ କାଇମୁର, ମାଦେପୁରା ଓ ଔରଙ୍ଗାବାଦରେ ଜଣେ ଲେଖାଏ ଗାଧୋଇବା ବେଳେ ବୁଡ଼ିଯାଇ ଜୀବନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri