Posted inଜାତୀୟ

ଭାଜପାର ପ୍ରାର୍ଥୀ ତାଲିକା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌

ନୂଆଦିଲ୍ଲୀ,୧୪।୧୦: ଭାରତୀୟ ଜନତା ପାର୍ଟି ମଙ୍ଗଳବାର ବିହାର ନିର୍ବାଚନ ପାଇଁ ପ୍ରଥମ ତାଲିକା ପ୍ରକାଶ କରିଛି। ତାଲିକା ଅନୁଯାୟୀ ନନ୍ଦ କିଶୋର ଯାଦବଙ୍କ ଟିକେଟ ଦିଆଯାଇନାହିଁ। ଏହି ତାଲିକାରେ ମୋଟ ୭୧ ଜଣ ପ୍ରାର୍ଥୀ ନାମିତ ହୋଇଛନ୍ତି। ଏନଡିଏ ଆସନ ବଣ୍ଟନ ଚୁକ୍ତି ପରେ ଭାଜପା ୧୦୧ଟି ଆସନ ପାଇଛି। ଦ୍ୱିତୀୟ ଆସନରେ ଅବଶିଷ୍ଟ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯିବ।

ନନ୍ଦ କିଶୋର ଯାଦବଙ୍କ ବ୍ୟତୀତ, ରିଗାରୁ ମନ୍ତ୍ରୀ ମୋତିଲାଲ ପ୍ରସାଦଙ୍କ ଟିକେଟ କଟାଯାଇଛି। ଆଉରାଇରୁ ରାମସୁରତ ରାୟଙ୍କ ଟିକେଟ କଟାଯାଇଛି। ସିୱାନରୁ ବିଧାୟକ ତଥା ସ୍ବାସ୍ଥ୍ୟମନ୍ତ୍ରୀ ମଙ୍ଗଳ ପାଣ୍ଡେଙ୍କୁ ପ୍ରାର୍ଥୀ କରାଯାଇଛି।

ବେଟିୟା – ରେନୁ ଦେବୀ

ତାରାପୁର – ସମ୍ରାଟ ଚୌଧୁରୀ

ଦାନପୁର – ରାମ କ୍ରିପାଲ ଯାଦବ

ବାଙ୍କିପୁର – ନୀତିନ ନବିନ

ସିୱାନ – ମଙ୍ଗଲ ପାଣ୍ଡେ

ଲାଖାଇସରାଇ – ବିଜୟ ସିହ୍ନା

ଦାନପୁର – ରାମ କ୍ରିପାଲ ଯାଦବ

ବିସ୍ଫି – ହରିଭୂଷଣ ଠାକୁର ବାଘଲ

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri