Posted inଜାତୀୟ

ବିହାର ବିଧାନସଭା ନିର୍ବାଚନ: ମାଓବାଦୀଙ୍କ ଟାର୍ଗେଟ୍‌ରେ ବଡ଼ ନେତା

ପାଟନା, ୨୦।୧୦: ବିହାରରେ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ତେବେ ଗୋଇନ୍ଦା ବିଭାଗ ପକ୍ଷରୁ ଜାରି ହୋଇଥିବା ସତର୍କ ସୂଚନା ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ଯେ, ନିର୍ବାଚନ ସମୟରେ ରାଜ୍ୟର ବଡ଼ ବଡ଼ ନେତାଙ୍କୁ ମାଓବାଦୀମାନେ ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସରକାରଙ୍କ ପକ୍ଷରୁ ସମ୍ବେଦନଶୀଳ ଅଞ୍ଚଳରେ ବ୍ୟାପକ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ନିର୍ବାଚନ ପ୍ରଚାର ସମୟରେ ବିଭିନ୍ନ ଦଳର ରାଜନେତାଙ୍କୁ ମାଓବାଦୀ ଟାର୍ଗେଟ୍‌ କରି ଷଡ଼ଯନ୍ତ୍ର ରଚିଥିବା କୁହାଯାଉଛି। ସେହିପରି ପୋଲିସ, ସୁରକ୍ଷାକର୍ମୀ, ପାରା ମିଲିଟାରୀକର୍ମୀ ଆଦିଙ୍କୁ ମଧ୍ୟ ମାଓବାଦୀମାନେ ଟାର୍ଗେଟ୍‌ କରିଥିବା ଗୋଇନ୍ଦା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ମାଓବାଦୀ ଆଇଇଡି ବିସ୍ଫୋରଣ କରିବାକୁ ଷଡ଼ଯନ୍ତ୍ର ରଚିଥିବା ରିପୋର୍ଟରେ ଦର୍ଶାଯାଇଛି। ବିଧାନସଭା ନିର୍ବାଚନକୁ ବର୍ଜନ କରିବା ଲାଗି ମାଓବାଦୀ ବେଶ୍‌ ସକ୍ରିୟ ହେବା ଆରମ୍ଭ କରିଛନ୍ତି। କେତେକ ଅଞ୍ଚଳରେ ପୋଷ୍ଟର ମଧ୍ୟ ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?