Posted inଜାତୀୟ

ବାପା ଦୋଷୀ ସାବ୍ୟସ୍ତ ହେବାପରେ ପ୍ରବଳ ରାଗିଗଲେ ତେଜସ୍ବୀ

ନୂଆଦିଲ୍ଲୀ,୨୨।୨: ଗୋ-ଖାଦ୍ୟ ଦୁର୍ନୀତିର ୫ମ ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ୫ ବର୍ଷ ଜେଲଦଣ୍ଡ ମିଳିଛି। ଏଥିସହ ଲାଲୁଙ୍କ ଉପରେ ୬୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ କରିଛନ୍ତି ସ୍ବତନ୍ତ୍ର ସିବିଆଇ କୋର୍ଟ। ଫେବୃଆରୀ ୧୫ରେ କୋର୍ଟ ଏହି ମାମଲାରେ ୭୩ ବର୍ଷୀୟ ଲାଲୁଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ।
ବାପା ଲାଲୁ ଯାଦବଙ୍କୁ ଦଣ୍ଡିତ କରାଯିବା ପରେ ବିହାରର ପୂର୍ବତନ ମନ୍ତ୍ରୀ ତେଜସ୍ବୀ ଯାଦବ ପ୍ରବଳ ରାଗିଯାଇଥିଲେ। ସେ କହିଛନ୍ତି, ଚାରା ଦୁର୍ନୀତି ବ୍ୟତୀତ ଦେଶରେ ଅନ୍ୟ କୌଣସିା ଦୁର୍ନୀତି ହୋଇନାହିଁ। କବଳ ବିହାରରେ ୮୦ରୁ ଅଧିକ ଦୁର୍ନୀତି ହୋଇଛି କିନ୍ତୁ ସିବିଆଇ, ଇଡି ଏବଂ ଏନଆଇଏ କେଉଁଠାରେ ଅଛି? ଦେଶରେ କେବଳ ଗୋଟିଏ ଦୁର୍ନୀତି ଏବଂ କେବଳ ଜଣେ ନେତା ଅଛନ୍ତି କି?ସିବିଆଇ ବିଜୟ ମାଲ୍ୟା, ନିରାଭ ମୋଦୀ, ମେହୁଲ ଚୋକସିଙ୍କୁ ଭୁଲି ଯାଇଛି।
ତେଜସୱୀ ଏହା ପୂର୍ବରୁ କହିଥିଲେ ଯେ କୋର୍ଟଙ୍କ ନିଷ୍ପତ୍ତି ଉପରେ କୌଣସି ମନ୍ତବ୍ୟ ଦେବା ଠିକ ନୁହେଁ ଏବଂ ଏହା ଚୂଡ଼ାନ୍ତ ନିଷ୍ପତ୍ତି ନୁହେଁ। ଦେଶରେ ଏପର୍ଯ୍ୟନ୍ତ ହାଇକୋର୍ଟ ଏବଂ ସୁପ୍ରିମକୋର୍ଟ ଅଛନ୍ତି। ଆମେ ଏହି ନିଷ୍ପତ୍ତିକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିବୁ ଏବଂ ଆଶା କରୁଛୁ ସେଠାରୁ ନିମ୍ନ ଅଦାଲତର ନିଷ୍ପତ୍ତି ବଦଳିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri