Posted inଜାତୀୟ

ମାନଝୀଙ୍କ ଜିଭ କାଟିଲେ ମିଳିବ ୧୧ ଲକ୍ଷ ଟଙ୍କା

ପାଟନା,୨୨।୧୨: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହିନ୍ଦୁସ୍ତାନୀ ଆୱାମ ମୋର୍ଚ୍ଚାର ଜାତୀୟ ସଭାପତି ଜିତନ ରାମ ମାନଝୀଙ୍କ ଜିଭ କାଟିଲେ ୧୧ ଲକ୍ଷ ଟଙ୍କା ଦେବାକୁ ଘୋଷଣା କରିଥିବା ଭାଜପା ନେତା ଗଜେନ୍ଦ୍ର ଝାଙ୍କୁ ଦଳରୁ ବିଦା କରାଯାଇଛି। ଏହି କାର୍ଯ୍ୟ ବିଷୟରେ ଭାଜପା କହିଛି ଯେ ଅଶ୍ଳୀଳ ଭାଷା କାହାକୁ ବରଦାସ୍ତ କରାଯିବ ନାହିଁ। ଦଳରେ ହିଂସା କଥା ଗ୍ରହଣୀୟ ନୁହେଁ। ବ୍ରାହ୍ମଣମାନଙ୍କ ବିଷୟରେ ଜିତନ ରାମଙ୍କ ଦ୍ୱାରା ଦିଆଯାଇଥିବା ବିବାଦୀୟ ବିବୃତ୍ତି ପରେ ଭାଜପା ନେତା ଗଜେନ୍ଦ୍ର ଘୋଷଣା କରିଥିଲେ ଯେ, ଯେଉଁମାନେ ମାନଝୀଙ୍କ ଜିଭ କାଟିବେ ସେମାନଙ୍କୁ ୧୧ ଲକ୍ଷ ଟଙ୍କା ଦେବେ। ଭାଜପା ଗଜେନ୍ଦ୍ର ଝାଙ୍କୁ ୧୫ ଦିନ ମଧ୍ୟରେ ସ୍ପଷ୍ଟୀକରଣ ଦେବାକୁ କହିଛି କିନ୍ତୁ ସେ ତାଙ୍କ ବିବୃତ୍ତିରେ ଅଟକି ରହିଛନ୍ତି।
ଭୁୟାନ ମୁସାହର ସମ୍ମିଳନୀରେ ଜିତନ ରାମ କହିଥିଲେ ଯେ, ଆଜିକାଲି ଗରିବ ଶ୍ରେଣୀର ଲୋକଙ୍କ ମଧ୍ୟରେ ଧର୍ମର ଭକ୍ତି ଅଧିକ ଆସୁଛି। ପ୍ରଭୁ ସତ୍ୟନାରାୟଣଙ୍କ ପୂଜା ନାମ ଆମେ ଜାଣି ନ ଥିଲୁ। ଏବେ କିନ୍ତୁ ସବୁ ପୂଜାରେ ସତ୍ୟନାରାୟଣ ଭଗବାନ ପୂଜା ହେଉଛି। ପୂଜାକୁ ପଣ୍ଡିତମାନେ ଆସୁଛନ୍ତି କିଛି ଖାଇବେ ନାହିଁ କହୁଛନ୍ତି, କେବଳ କିଛି ନଗଦ ଦିଅନ୍ତୁ ବୋଲି କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘୭୦ ବର୍ଷରେ ଭାରତ ଯାହା କରିଥିଲା, ସବୁ ବିକି ଦେଲେ ମୋଦି’

ନୂଆଦିଲ୍ଲୀ,୨୪।୮: ଗତ ୭୦ ବର୍ଷରେ ଭାରତରେ ସୃଷ୍ଟି କରାଯାଇଥିବା ସମସ୍ତ ସମ୍ପତ୍ତିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଶିଳ୍ପପତି ବନ୍ଧୁମାନଙ୍କୁ ବିକ୍ରି କରି ଦେଉଛନ୍ତି। ଏଭଳି...

ଚିନି ମିଲ ଉଦ୍‌ଘାଟନ ପାଇଁ ଆସିଲେ ଅଜୟ ମିଶ୍ରାଙ୍କୁ କରାଯିବ ବିରୋଧ: ଟିକାଏତ

ଲଖିମପୁର,୨୩ ।୧୧: କେନ୍ଦ୍ର ସରକାର ୩ କୃଷି ଆଇନକୁ ପ୍ରତ୍ୟାହର କରିନେବା ପରେ ଏବେ କେନ୍ଦ୍ର ଗୃହରାଜ୍ୟ ମନ୍ତ୍ରୀ ଅଜୟ ମିଶ୍ରା ‘ଟେନି’ଙ୍କୁ ଗିରଫ କରିବାକୁ...

ଦକ୍ଷିଣ ରାଜ୍ୟ ଆଗରେ ମୁଣ୍ଡ ନୋଇଲେ କେନ୍ଦ୍ର ସରକାର: ଶିକ୍ଷା ନୀତି ଡ୍ରାଫ୍ଟ୍‌ରେ ପରିବର୍ତ୍ତନ; ଏବେ ହିନ୍ଦୀ ନୁହେଁ ଅନିବାର୍ଯ୍ୟ

ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପୁଣି ଥଥରେ କ୍ଷମତାକୁ ଆସିବାରେ ପରେ ଶିକ୍ଷାନୀତିରେ ପରିବର୍ତ୍ତନ ପାଇଁ ଏକ ଡ୍ରାଫ୍ଟ୍‌ ପ୍ରସ୍ତୁତ କରିଥିଲେ। ଏଥିରେ ହିନ୍ଦୀ...

ବାପା ହେଲେ କ’ଣ ହେଲା, ଆଇନ ଊର୍ଦ୍ଧ୍ୱରେ କେହି ନୁହନ୍ତି

ରାୟପୁର,୫।୯: ବ୍ରାହ୍ମଣମାନଙ୍କୁ ବାସନ୍ଦ କରିବା ନେଇ ବିବାଦୀୟ ମନ୍ତବ୍ୟ ଦେଇଥିଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କ ବାପା ନନ୍ଦ କୁମାର ବାଘେଲ। ଏଥି ଯୋଗୁ ତାଙ୍କ...

ବଢ଼ିଲା ବିମାନ ଯାତ୍ରା

ନୂଆଦିଲ୍ଲୀ,୪।୩: ଭାରତରେ ଏବେ ବିମାନ ଯାତ୍ରା ମହଙ୍ଗା ହୋଇଛି। ଦିଲ୍ଲୀ-ମୁମ୍ବାଇ ମଧ୍ୟରେ ୨୫ଶହ ଟଙ୍କାରେ ଉପଲବ୍ଧ ହେଉଥିବା ଏୟାର ଇଣ୍ଡିଆ ଇକୋନୋମିକ ଟିକେଟ ବର୍ତ୍ତମାନ ୪ହଜାରକୁ...

୬୨ରେ ଭାଜପା ଏବଂ ୩୦ରେ କଂଗ୍ରେସ ଆଗୁଆ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ସକାଳ ସାଢ଼େ ୮ ଟା ସୁଦ୍ଧା ଭାଜପା ୬୨ଟି...

୧୮ ମାସ ହେଲା ଟଏଲେଟ୍‌ ଯାଇନାହାନ୍ତି ଏହି ଯୁବକ, ପ୍ରତିଦିନ ଖାଉଛନ୍ତି ୧୮ରୁ ୨୦ ପଟ ରୁଟି

ଭୋପାଳ,୨୧ା୧୧: ମଧ୍ୟପ୍ରଦେଶର ଜଣେ ଯୁବକଙ୍କ କ୍ଷେତ୍ରରେ ଏକ ଅଜବ ରୋଗ ଦେଖିବାକୁ ମିଳିଛି। ସେ ଗତ ୧୮ ମାସ ଧରି ଟଏଲେଟ୍‌ ବା ଶୌଚ ଯାଇନାହାନ୍ତି।...

ପଶ୍ଚିମବଙ୍ଗରେ ସିବିଆଇ ଅଧିକାରୀ କରୋନା ପଜିଟିଭ୍‌

କୋଲକାତା,୯।୬: ପଶ୍ଚିମବଙ୍ଗ ସେଣ୍ଟ୍ରାଲ ବ୍ୟୁରୋ ଅଫ୍‌ ଇନ୍‌ଭେଷ୍ଟିଗେସନ୍‌(ସିବିଆଇ)ର ଜଣେ ଅଧିକାରୀଙ୍କ କରୋନା ରିପୋର୍ଟ ମଙ୍ଗଳବାର ପଜିଟିଭ୍‌ ଆସିଥିବା ସୂଚନା ମିଳିଛି। ସୁରକ୍ଷା ଦୃଷ୍ଟିରୁ ତାଙ୍କ ସଂସ୍ପର୍ଶରେ...

Advertisement
Archives

Model This Week