Posted inଜାତୀୟ

ବିହାର କ୍ୟାବିନେଟ୍‌ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ମନ୍ତ୍ରୀ ଭାବେ ଶପଥ ନେଲେ ନିଶାନ୍ତ କୁମାର

ପାଟ୍‌ନା,୭ା୫: ବିହାର କ୍ୟାବିନେଟ୍‌ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାର, ଭାରତୀୟ ଜନତା ପାର୍ଟି (ଭାଜପା), ଜନତା ଦଳ ୟୁନାଇଟେଡ୍‌ (ଜେଡିୟୁ), କେନ୍ଦ୍ରମନ୍ତ୍ରୀ ଚିରାଗ ପାଶଓ୍ବାନଙ୍କ ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ) ଏବଂ କେନ୍ଦ୍ରମନ୍ତ୍ରୀ ଜିତନ ରାମ ମାଞ୍ଝିଙ୍କ ନେତୃତ୍ୱାଧୀନ ହିନ୍ଦୁସ୍ତାନୀ ଆଓ୍ବାମ ମୋର୍ଚ୍ଚା (ଧର୍ମନିରପେକ୍ଷ)ର ୩୧ ଜଣ ନେତାଙ୍କ ସହିତ ଗୁରୁବାର ବିହାର କ୍ୟାବିନେଟ୍‌ରେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି।

बिहार में गुरुवार को कैबिनेट विस्तार होना है. (Photo- ITG)

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଏବଂ ପାଟନାରେ ଅନ୍ୟାନ୍ୟ ନେତାଙ୍କ ଉପସ୍ଥିତିରେ ସେମାନଙ୍କୁ ଲେଫ୍ଟନାଣ୍ଟ ଜେନେରାଲ (ଅବସରପ୍ରାପ୍ତ) ସୟଦ ଆତା ହସନୈନ ଶପଥ ପାଠ କରାଇଛନ୍ତି।

Nishant Kumar education qualification: बिहार के नए मंत्री निशांत कुमार कितने पढ़े-लिखे हैं? जानें उनकी शिक्षा, डिग्री और इंजीनियरिंग करियर

ନୀତୀଶ କୁମାର ରାଜ୍ୟ ସଭାର ସଦସ୍ୟ ହେବା ପାଇଁ ବିହାରରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବାକୁ ନିଷ୍ପତ୍ତି ନେବା ପରେ ଇଞ୍ଜିନିୟର ପୁଅ ନିଶାନ୍ତ ରାଜନୀତିରେ ପ୍ରବେଶ କରିଥିଲେ। ପିଟିଆଇ ରିପୋର୍ଟ ଅନୁଯାୟୀ, ନିଶାନ୍ତଙ୍କୁ ସରକାରରେ ଦେଖିବା ଜନତା ଦଳ ୟୁନାଇଟେଡ୍‌ (ଜେଡିୟୁ) ନେତା ଏବଂ କର୍ମୀମାନଙ୍କର ଇଚ୍ଛା ଥିଲା। କିନ୍ତୁ ସେ ପ୍ରଥମେ କୌଣସି ପଦ ଗ୍ରହଣ କରିବାକୁ ମନା କରି ଦେଇଥିଲେ, ଦଳୀୟ କର୍ମୀ ଭାବରେ ରହିବାକୁ ଚାହୁଁଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?