Posted inଜାତୀୟ

ଲାଲୁଙ୍କୁ ଅଢେଇ ଘଣ୍ଟା କାଳ ପଚରା ଉଚରା କଲା ସିବିଆଇ

ନୂଆଦିଲ୍ଲୀ,୭ ।୩: ଜମି ବଦଳରେ ଚାକିରି ମାମଲାରେ ମଙ୍ଗଳବାର ସିବିଆଇର ଏକ ଟିମ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ପଚରା ଉଚରା କରିଛନ୍ତି । ଲାଲୁଙ୍କ ଦିଲ୍ଲୀ ସ୍ଥିତ ଘରେ ପ୍ରାୟ ଅଢେଇ ଘଣ୍ଟାକାଳ ସିବିଆଇ ପଚରା ଉଚରା କରିଛି । ଏହି ମାମଲାରେ ସୋମବାର ଲାଲୁଙ୍କ ପତ୍ନୀ ରାବ୍ରି ଦେବୀଙ୍କୁ ବି ସିବିଆଇ ପାଟନାରେ ପଚରା ଉଚରା କରିଥିଲା । ପ୍ରାୟ ୪ ଘଣ୍ଟା ପର୍ଯ୍ୟନ୍ତ ପଚରା ଉଚରା ଚାଲିଥିଲା । ରାଉଜ ଏଭେନ୍ୟୁ କୋର୍ଟ ଏହି ମାମଲାରେ ସମସ୍ତ ଅଭିଯୁକ୍ତଙ୍କୁ ହାଜର ହେବାକୁ ସମନ ଜାରି କରିଥିଲେ ।

ସୂଚନାଯୋଗ, ସିବିଆଇ ଏହି ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀଙ୍କୁ ପାଟନା ସ୍ଥିତ ତାଙ୍କ ଘରେ ସୋମବାର ପଚରା ଉଚରା କରିଥିଲା । ଏହାକୁ ନେଇ ସିବିଆଇର ଅଧିକାରୀମାନେ କହିଛନ୍ତି ରାବ୍ରୀଙ୍କ ଘରର କୌଣସି ତଲାସି ନିଆଯାଇ ନାହିଁ ଅବା ଚଢାଉ କରାଯାଇ ନାହିଁ । ଅଧିକାରୀମାନେ କହିଛନ୍ତି ରାବ୍ରୀ ଦେବୀଙ୍କୁ ନୋଟିସ ଜାରି କରାଯାଇଥିଲା । ଏହାପରେ ସେ ସୋମବାର ଉପସ୍ଥିତ ରହିବେ ବୋଲି କହିଥିଲେ । ଆଉ ଯାଞ୍ଚ ଏଜେନ୍ସି ତାଙ୍କୁ ପଚରା ଉଚରା କରିବାକୁ ପାଟନା ସ୍ଥିତ ତାଙ୍କ ଘରେ ପହଞ୍ଚିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri