Posted inଜାତୀୟ

କେଜରିଓ୍ବାଲଙ୍କୁ ଭେଟିବେ ନୀତୀଶ

ନୁଆଦିଲ୍ଲୀ,୨୧।୫: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରବିବାର ସକାଳ ୧୧ଟା ୩୦ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ତାଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ସାକ୍ଷାତ୍‌ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ଏପ୍ରିଲରେ ନୀତୀଶ କୁମାର ଅରବିନ୍ଦ କେଜରିଓ୍ବାଙ୍କୁ ସାକ୍ଷାତ୍‌ କରିଥିଲେ। ସେତେବେଳେ ନୀତୀଶଙ୍କ ସହ ବିହାର ଉପ ମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ, ଜେଡିୟୁ ଅଧ୍ୟକ୍ଷ ଲଲନ ସିଂ ଓ ଆରଜେଡି ଏମପି ମନୋଜ ଝା ଉପସ୍ଥିତ ଥିଲେ। ଏହି ସାକ୍ଷାତକାର ପରେ ମନୋଜ ଝା କହିଥିଲେ ସାକ୍ଷାତକାର ହେବ ଅର୍ଥ ଏହାର ଉଦ୍ଦେଶ୍ୟ ବି ବାହାରିବ।
ସୂଚନାଯୋଗ୍ୟ, ଆଉ କିଛି ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିଥିଲେ। ଏହି ସମୟରେ, ଉକ୍ତ ବୈଠକର ଫଟୋ ନିଜେ କେଜରିଓ୍ବାଲ ସୋସିଆଲ ମିଡିଆରେ ଶେୟାର କରିଥିଲେ। ଏହା ସହିତ ସେ ଲେଖିଥିଲେ ଯେ, ଦେଶର ବିଭିନ୍ନ ପ୍ରସଙ୍ଗରେ ଆମର ଅର୍ଥପୂର୍ଣ୍ଣ ଆଲୋଚନା ହୋଇଥିଲା। । ବାସ୍ତବରେ, ୨୦୨୪ ଲୋକସଭା ନିର୍ବାଚନକୁ ନେଇ ବିରୋଧୀ ଏକତା ପାଇଁ ଉଦ୍ୟମ କରାଯାଉଛି। ଗୋଟିଏ ପଟେ ନୀତୀଶ କୁମାର ଦିଲ୍ଲୀ ଗସ୍ତ ସମୟରେ ଅଖିଳେଶ ଯାଦବଙ୍କ ସମେତ ଅନେକ ବିରୋଧୀ ଦଳର ନେତାଙ୍କୁ ଭେଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri