Posted inଜାତୀୟ

ଜରୁରୀ ଅବତରଣ କଲା ନୀତୀଶଙ୍କ ହେଲିକପ୍ଟର

ପାଟନା,୧୯ ।୮: ପାଗ ଖରାପ ଯୋଗୁ ଶୁକ୍ରବାର ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ହେଲିକପ୍ଟରକୁ ଜରୁରୀ ଅବତରଣ କରିବାକୁ ପଡିଛି । ରାଜ୍ୟରେ ଉପିଜିଥିବା ମରୁଡି ପରିସ୍ଥିତିର ଅନୁଧ୍ୟାନ କରିବାକୁ ସେ ନିଜ ହେଲିକପ୍ଟରରେ ବାହାରିଥିଲେ । ହେଲେ ପାଗ ଖରାପ ଯୋଗୁ ଗୟା ବିମାନ ବନ୍ଦରରେ ତାଙ୍କ ହେଲିକପ୍ଟରକୁ ଜରୁରୀ ଅବତରଣ କରିବାକୁ ପଡିଥିଲା । ଏହାପରେ ସଡ଼କ ପଥ ଦେଇ ସେ ଗୟାରୁ ପାଟନା ଚାଲି ଆସିଥିଲେ ।
ବିହାର ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଚଳିତ ବର୍ଷ ଅଗଷ୍ଟରେ ଅନୁମାନଠାରୁ ୬୪ ପ୍ରତିଶତ କମ ବର୍ଷା ହୋଇଛି । ଯେଉଁଥିପାଇଁ ବିହାରର ଅଧିକାଂଶ ଅଞ୍ଚଳରେ ମରୁଡି ଦେଖାଦେଇଛି । ଶ୍ରାବଣ ମାସରେ ଖୁବ୍ କମ୍ ସ୍ଥାନରେ ମୂଷଳଧାରାରେ ବର୍ଷା ହୋଇଛି । ଚଳିତ ମାସରେ ବି ଯେତେ ପରିମାଣର ବର୍ଷା ହେବାକଥା ତାହା ବି ହୋଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?