Posted inଜାତୀୟ

ଏକାଠି ଚାଲିବାକୁ ମିଳିଲା ସହମତି: ନୀତୀଶ

ପାଟନା,୨୩।୬: ବିହାରର ପାଟନାରେ ବିରୋଧୀ ଦଳର ବୈଠକ ଶେଷ ହେବା ପରେ ଗଣମାଧ୍ୟମକୁ ସମ୍ବୋଧିତ କରି ନୀତୀଶ କୁମାର କହିଛନ୍ତି, ଏହା ଏକ ଭଲ ସାକ୍ଷାତ ଥିଲା। ଆଉ ସମସ୍ତେ ଏକାଠି ଚାଲିବାକୁ ସହମତି ପ୍ରକାଶ କରିଛନ୍ତି। ଆସନ୍ତା ମାସରେ ମଲ୍ଲିକାର୍ଜୁନ ଖାର୍ଗେ ବୈଠକ କରିବେ, ଯେଉଁମାନେ ସରକାରରେ ଅଛନ୍ତି ସେମାନେ ଦେଶର ହିତ ପାଇଁ କାମ କରୁନାହାଁନ୍ତି। ଯେଉଁ କାମ ହେଉଛି ତାହାକୁ ନେଇ ଚିନ୍ତା ଅଛି। ଯଦି ଗୋଟିଏ ରାଜ୍ୟ ସାମ୍ନାରେ କୌଣସି ଆହ୍ବାନ ଆସେ ତେବେ ସମସ୍ତେ ସମସ୍ତେ ଏକାଠି ରହିବେ।

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କହିଛନ୍ତି, ସମସ୍ତ ଦଳର ପରବର୍ତ୍ତୀ ବୈଠକ କିଛି ଦିନ ପରେ ପୁଣି ଅନୁଷ୍ଠିତ ହେବ। ପରବର୍ତ୍ତୀ ବୈଠକରେ ନିଷ୍ପତ୍ତି ନିଆଯିବ ଯେ କିଏ ଲଢିବେ, ଯେଉଁମାନେ ସରକାରରେ ଅଛନ୍ତି ସେମାନେ ଦେଶର ହିତ ପାଇଁ କାମ କରୁନାହାଁନ୍ତି। ସେମାନେ ସମସ୍ତେ ଇତିହାସ ପରିବର୍ତ୍ତନ କରୁଛନ୍ତି।

ଏଥି ସହିତ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତ, ଆମେ ଜୁଲାଇ ୧୦କିମ୍ବା ୧୨ରେ ଶିମଲାରେ ପୁଣିଥରେ ସାକ୍ଷାତ କରୁଛୁ, ଯେଉଁଥିରେ ଆମେ ଏକ ସାଧାରଣ ଏଜେଣ୍ଡା ପ୍ରସ୍ତୁତ କରିବୁ। ଆମକୁ ପ୍ରତ୍ୟେକ ରାଜ୍ୟରେ ଭିନ୍ନ ଭାବରେ କାମ କରିବାକୁ ପଡିବ। ଆମ ସମସ୍ତଙ୍କର ଉଦ୍ଦେଶ୍ୟ ହେଉଛି ଭାଜପାକୁ କ୍ଷମତାରୁ ହଟାଇବାକୁ ପଡିବ। ସେଥିପାଇଁ ଆମେ ସମସ୍ତେ ଏକାଠି ଚାଲୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

CJP ଆସନ୍ତା ମାସରେ ଆରମ୍ଭ କରିବ ଦେଶରେ ବଡ଼ ଅଭିଯାନ; ଜନସାଧାରଣଙ୍କ ସମସ୍ୟା ଶୁଣିବା ପାଇଁ ସେମାନଙ୍କ ପାଖରେ ପହଞ୍ଚିବ

ନୂଆଦିଲ୍ଲୀ,୬।୮: କକ୍ରୋଚ ଜନତା ପାର୍ଟି (CJP) ଆସନ୍ତା ମାସରେ ସାରା ଦେଶରେ ‘କ୍ୟା ବୋଲତି ପବ୍ଲିକ’ (ଜନସାଧାରଣ କ’ଣ କୁହନ୍ତି) ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଦଳର…

ଘରେ ଶୋଇଥିବାବେଳେ ପଶିଲେ ହାତୀପଲ, ଭାଙ୍ଗିଲେ ଘର, ଗୋଟିଏ ପରିବାରର ୪ ଜଣଙ୍କୁ…

ବଲାଙ୍ଗୀର,୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ସରଗୁଲ ଗାଁରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ଗାଁରେ ଏକ ପରିବାର ଘର ଭିତରେ ଶୋଇଥିବା…

୨ ବର୍ଷ ହେଲାଣି ବିଦ୍ୟୁତ କେବୁଲ ସଂଯୋଗ ପାଇଁ ଦାବି କରୁଛନ୍ତି ହିତାଧିକାରୀ: ପୂରଣ ହେଉନି..

କେସିଙ୍ଗା,୬।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଟିଡିପିଏଲ ଅଧୀନସ୍ଥ ବାଲସି, ମଶାଣିବନ୍ଧ, କାଣ୍ଡେଲ ସମେତ ବ୍ଲକର ବିଭିନ୍ନ ଗ୍ରାମରେ ଦୁଇ ବର୍ଷରୁ ଉଦ୍ଧର୍‌ବ ହେଲା ନୂଆ ଖମ୍ବ…

ମୁଖ୍ୟମନ୍ତ୍ରୀଙ୍କ ପତ୍ନୀଙ୍କ ସହ କ୍ରିକେଟରଙ୍କ କଥାବାର୍ତ୍ତକୁ ନେଇ ହେଉଛି ଆଲୋଚନା, ଭାଇରାଲ ହେଲାଣି ଭିଡ଼ିଓ

ନୂଆଦିଲ୍ଲୀ,୬।୮: ଭାରତୀୟ କ୍ରିକେଟର ତିଲକ ବର୍ମା ଏବେ ଏବେ ଜିମ୍ବାୱେରୁ ଫେରିଛନ୍ତି, ଯେଉଁଠାରେ ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ 3-0ରେ ଜିତିଥିଲା। ଯଦିଓ ତିଲକ…

ଟେନ୍‌ସନ୍‌ରେ ଅଛନ୍ତି ମୃଣାଲ: ଦେଲେ ଚେତାବନୀ

ଆଜିକାଲି ଟେନ୍‌ସନ୍‌ରେ ଅଛନ୍ତି ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ଡିପ୍‌ଫେକ କଣ୍ଟେଣ୍ଟ ତିଆରି ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ…

ଘରର PNG ଓ ଗାଡ଼ିର CNGରେ ହେବ ବଡ଼ ପରିବର୍ତ୍ତନ! କେନ୍ଦ୍ର ସରକାର ମିଶାଇବେ…

ନୂଆଦିଲ୍ଲୀ,୬।୮: ଦେଶରେ ପରିବେଶ ଅନୁକୂଳ ଇନ୍ଧନକୁ ପ୍ରୋତ୍ସାହନ ଦେବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆଗାମୀ ଦିନରେ ଘରୋଇ ରୋଷେଇ ଗ୍ୟାସ…

‘ଡିସେମ୍ବର କାହିଁକି? ସେମାନେ ଏବେ ଆସିବା ଉଚିତ’- ଶେଖ ହାସିନାଙ୍କୁ ଚ୍ୟାଲେଞ୍ଜ କଲେ ତାରିକ ରହମାନଙ୍କ ଜଣେ ସହଯୋଗୀ

ଢାକା/ନୂଆଦିଲ୍ଲୀ,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ ୨୦୨୪ରେ କ୍ଷମତା ଛାଡିବା ପରେ ତାଙ୍କର ପ୍ରଥମ ଭର୍ଚୁଆଲ ପ୍ରେସ କନଫରେନ୍ସରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଥିଲେ।…

DSP-୧.୨ କୋଟି, BDO-୯୦ ଲକ୍ଷ… ବିକ୍ରି ହେଉଛି ଚାକିରି, ବିଧାୟକ ଆଣିଲେ ସାଂଘାତିକ ଅଭିଯୋଗ

ରାଞ୍ଚି,୬।୮: ଝାଡ଼ଖଣ୍ଡର ରାଞ୍ଚିରେ ଛାତ୍ର ପ୍ରତିବାଦ କ୍ରମାଗତ ଭାବରେ ତୀବ୍ର ହେବାରେ ଲାଗିଛି। JPSC ଏବଂ JSSC ପରୀକ୍ଷାରେ ଅନିୟମିତତା ବିରୋଧରେ ପ୍ରତିବାଦ କରିବା ପାଇଁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri