Posted inଜାତୀୟ

ପ୍ରଧାନମନ୍ତ୍ରୀ ହେଲେ ରାହୁଲ ଗାନ୍ଧୀଙ୍କୁ ସମସ୍ତେ ଜଣାଇବେ ଶୁଭେଚ୍ଛା: ଅଖିଳେଶ ପ୍ରସାଦ ସିଂ

ପାଟନା,୨୨।୬: ବିହାରର ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଅଖିଳେଶ ପ୍ରସାଦ ସିଂ ଏକ ଘରୋଇ ଟେଲିଭିଜନ ଚ୍ୟାନେଲକୁ ଦେଇଥିବା ସାକ୍ଷାତକାରରେ କହିଛନ୍ତି, ରାହୁଲ ଗାନ୍ଧୀଙ୍କ ନିକଟରେ ୨୦୦୯ରୁ ପ୍ରଧାନମନ୍ତ୍ରୀ ହେବାର ସୁଯୋଗ ଥିଲା। ତାଙ୍କ ଯୋଗୁ କଂଗ୍ରେସ ପୁଣି ଶାସନ କ୍ଷମତାକୁ ଫେରିଥିଲା। ଏକଥା ତାଙ୍କୁ କୁହାଯାଇଥିଲେ ବି ସେ ଏହାକୁ ସ୍ବୀକାର କରୁ ନାହାନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, ରାହୁଲ ପ୍ରଧାନମନ୍ତ୍ରୀ ହେଲେ କଂଗ୍ରେସର ପ୍ରତିଟି ସଦସ୍ୟ ତାଙ୍କୁ ଶୁଭେଚ୍ଛା ଜଣାଇବେ। କାରଣ କଂଗ୍ରେସ ଚାହୁଁଛି ରାହୁଲ ପ୍ରଧାନମନ୍ତ୍ରୀ ହୁଅନ୍ତୁ।

ସିଂ ଆହୁରି କହିଛନ୍ତି ଯେ ଯଦି ଲୋକସଭା ନିର୍ବାଚନରେ ବିରୋଧୀ ଦଳ ମଧ୍ୟରେ ଏକତା ଥାଏ, ତେବେ ଭାଜପାର ଆସନ ୧୦୦ରୁ କମ ରହିବ। ଜୁନ ୨୩ରେ ବିହାରର ପାଟନାରେ ହେବାକୁ ଥିବା ବିରୋଧୀ ଦଳର ବୈଠକକୁ ନେଇ ସିଂ କହିଛନ୍ତି ଯେ ଆମେ ଆଶା କରୁଛୁ ସମସ୍ତ ନେତା ଏକାଠି ବସିବେ ଏବଂ ଆଗକୁ ବଢିବାକୁ ଏକ ସମାଧାନର ବାଟ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

CJPର ବଡ଼ ଘୋଷଣା! NEET ଆନ୍ଦୋଳନ ପରେ ଏବେ ଆରମ୍ଭ କରିବ ନୂଆ ଅଭିଯାନ, ସେପ୍ଟେମ୍ବରରୁ…

ନୂଆଦିଲ୍ଲୀ,୬।୮: NEET ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ଆନ୍ଦୋଳନ କରିଥିବା ‘କକ୍ରୋଚ ଜନତା ପାର୍ଟି’ (CJP) ଏକ ବଡ଼ ଘୋଷଣା କରିଛି। ପାର୍ଟିର ସଂସ୍ଥାପକ…

CJP ଆସନ୍ତା ମାସରେ ଆରମ୍ଭ କରିବ ଦେଶରେ ବଡ଼ ଅଭିଯାନ; ଜନସାଧାରଣଙ୍କ ସମସ୍ୟା ଶୁଣିବା ପାଇଁ ସେମାନଙ୍କ ପାଖରେ ପହଞ୍ଚିବ

ନୂଆଦିଲ୍ଲୀ,୬।୮: କକ୍ରୋଚ ଜନତା ପାର୍ଟି (CJP) ଆସନ୍ତା ମାସରେ ସାରା ଦେଶରେ ‘କ୍ୟା ବୋଲତି ପବ୍ଲିକ’ (ଜନସାଧାରଣ କ’ଣ କୁହନ୍ତି) ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଦଳର…

ଘରେ ଶୋଇଥିବାବେଳେ ପଶିଲେ ହାତୀପଲ, ଭାଙ୍ଗିଲେ ଘର, ଗୋଟିଏ ପରିବାରର ୪ ଜଣଙ୍କୁ…

ବଲାଙ୍ଗୀର,୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ସରଗୁଲ ଗାଁରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ଗାଁରେ ଏକ ପରିବାର ଘର ଭିତରେ ଶୋଇଥିବା…

୨ ବର୍ଷ ହେଲାଣି ବିଦ୍ୟୁତ କେବୁଲ ସଂଯୋଗ ପାଇଁ ଦାବି କରୁଛନ୍ତି ହିତାଧିକାରୀ: ପୂରଣ ହେଉନି..

କେସିଙ୍ଗା,୬।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଟିଡିପିଏଲ ଅଧୀନସ୍ଥ ବାଲସି, ମଶାଣିବନ୍ଧ, କାଣ୍ଡେଲ ସମେତ ବ୍ଲକର ବିଭିନ୍ନ ଗ୍ରାମରେ ଦୁଇ ବର୍ଷରୁ ଉଦ୍ଧର୍‌ବ ହେଲା ନୂଆ ଖମ୍ବ…

ମୁଖ୍ୟମନ୍ତ୍ରୀଙ୍କ ପତ୍ନୀଙ୍କ ସହ କ୍ରିକେଟରଙ୍କ କଥାବାର୍ତ୍ତକୁ ନେଇ ହେଉଛି ଆଲୋଚନା, ଭାଇରାଲ ହେଲାଣି ଭିଡ଼ିଓ

ନୂଆଦିଲ୍ଲୀ,୬।୮: ଭାରତୀୟ କ୍ରିକେଟର ତିଲକ ବର୍ମା ଏବେ ଏବେ ଜିମ୍ବାୱେରୁ ଫେରିଛନ୍ତି, ଯେଉଁଠାରେ ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ 3-0ରେ ଜିତିଥିଲା। ଯଦିଓ ତିଲକ…

ଟେନ୍‌ସନ୍‌ରେ ଅଛନ୍ତି ମୃଣାଲ: ଦେଲେ ଚେତାବନୀ

ଆଜିକାଲି ଟେନ୍‌ସନ୍‌ରେ ଅଛନ୍ତି ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ଡିପ୍‌ଫେକ କଣ୍ଟେଣ୍ଟ ତିଆରି ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ…

ଘରର PNG ଓ ଗାଡ଼ିର CNGରେ ହେବ ବଡ଼ ପରିବର୍ତ୍ତନ! କେନ୍ଦ୍ର ସରକାର ମିଶାଇବେ…

ନୂଆଦିଲ୍ଲୀ,୬।୮: ଦେଶରେ ପରିବେଶ ଅନୁକୂଳ ଇନ୍ଧନକୁ ପ୍ରୋତ୍ସାହନ ଦେବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆଗାମୀ ଦିନରେ ଘରୋଇ ରୋଷେଇ ଗ୍ୟାସ…

‘ଡିସେମ୍ବର କାହିଁକି? ସେମାନେ ଏବେ ଆସିବା ଉଚିତ’- ଶେଖ ହାସିନାଙ୍କୁ ଚ୍ୟାଲେଞ୍ଜ କଲେ ତାରିକ ରହମାନଙ୍କ ଜଣେ ସହଯୋଗୀ

ଢାକା/ନୂଆଦିଲ୍ଲୀ,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ ୨୦୨୪ରେ କ୍ଷମତା ଛାଡିବା ପରେ ତାଙ୍କର ପ୍ରଥମ ଭର୍ଚୁଆଲ ପ୍ରେସ କନଫରେନ୍ସରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri