Posted inଜାତୀୟ

ବିହାର କଂଗ୍ରେସରେ ଫାଟ: ବାଡ଼ ଡେଇଁବାକୁ ୧୧ ବିଧାୟକ ପ୍ରସ୍ତୁତ !

ପାଟନା,୬।୧: ବିହାରରେ କଂଗ୍ରେସରେ ଫାଟ ବଢ଼ିବାରେ ଲାଗିଛି। ଦଳର ୧୯ ଜଣ ବିଧାୟକଙ୍କ ମଧ୍ୟରୁ ଖୁବ୍‌ ଶୀଘ୍ର ୧୧ ଜଣ ଦଳ ଛାଡ଼ିବାକୁ ପ୍ରସ୍ତୁତ ହେଉଥିବା କୁହାଯାଇଛି। ଏନେଇ ଦଳର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଭରତ ସିଂ ସୂଚନା ଦେଇଛନ୍ତି। ବାଡ଼ ଡ଼େଇଁବାକୁ ପ୍ରସ୍ତୁତ ହେଉଥିବା ବିଧାୟକ କଂଗ୍ରେସ ଦଳର ମୂଳ ନେତା ନୁହନ୍ତି। ସେମାନେ କଂଗ୍ରେସ ଟିକଟରୁ ନିର୍ବାଚନରେ ବିଜୟୀ ହୋଇଛନ୍ତି। ଏବେ ସେମାନେ ଏନ୍‌ଡିଏ ପ୍ରତି ଆକର୍ଷିତ ହେଉଛନ୍ତି। ସେମାନଙ୍କ ମଧ୍ୟରେ କଂଗ୍ରେସ ବିଧାୟକ ଦଳ ନେତା ଅଜିତ୍‌ ଶର୍ମା ମଧ୍ୟ ରହିଛନ୍ତି ବୋଲି ଭରତ ଅଭିଯୋଗ କରିଛନ୍ତି। ଅଜିତଙ୍କ ନେତୃତ୍ୱରେ ଦଳ ଭଙ୍ଗା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିବା ଭରତ କହିଛନ୍ତି। ତେବେ କଂଗ୍ରେସ ହାଇକମାଣ୍ଡ ଭରତଙ୍କ ଅଭିଯୋଗକୁ ଖଣ୍ଡନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବକୁ ଲକ୍‌ଡାଉନ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୨।୩: କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରୁ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ରବିବାର ସମ୍ପୂର୍ଣ୍ଣ ରାଜ୍ୟକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ପ୍ରଥମେ ରାଜସ୍ଥାନ...

ମାଓବାଦୀ ନେତା ହିଡ୍‌ମା କିଏ

ରାୟପୁର,୫।୪: ଛତିଶଗଡ଼ର ବିଜାପୁର-ସୁକୁମା ବର୍ଡର ଜଙ୍ଗଲରେ ଶନିବାର ମାଓବାଦୀଙ୍କ ଅତର୍କିତ ଆକ୍ରମଣରେ ୨୨ରୁ ଊର୍ଦ୍ଧ୍ୱ ଯବାନଙ୍କ ଜୀବନ ଯାଇଥିବାବେଳେ ୩୨ ଆହତ ହୋଇଛନ୍ତି। ଏହି ସାଂଘାତିକ...

ବିହାରବାସୀଙ୍କ ସେବା କରିପାରିବେ କେବଳ ୫୬ ଇଞ୍ଚ ଛାତି ଥିବା ଲୋକ: ନଡ୍ଡା

ପାଟନା,୧୫ ।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଛି । ଅକ୍ଟୋବର ୨୮ରେ ଏଠାରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ । ସେଥିପାଇଁ ପ୍ରଚାର...

କାରଗିଲ ସହ ଯୋଡି ହେବ କଶ୍ମୀର: ଜୋଜିଲା ଟନେଲର ଉଦ୍‌ଘାଟନ କଲେ ଗଡକରୀ

ନୂଆଦିଲ୍ଲୀ,୧୫ ।୧୦: ଲଦ୍ଦାଖର କାରଗିଲ ଅଞ୍ଚଳକୁ କଶ୍ମୀର ଘାଟିସହ ଯୋଡୁଥିବା ଜୋଜିଲା ଟନେଲର ନିର୍ମାଣ କାର୍ଯ୍ୟ ଗୁରୁବାରଠାରୁ ଆରମ୍ଭ କରାଯାଇଛି । ଏଥିପାଇଁ ହୋଇଥିବା ବିସ୍ଫୋଣର...

ନନ୍ଦିଗ୍ରାମ ଆନ୍ଦୋଳନ: ଶ୍ରେୟ ନେବାକୁ ଭାଜପା-ଟିଏମ୍‌ସି ପ୍ରତିଦ୍ୱନ୍ଦ୍ୱିତା…

କୋଲକାତା,୧୪।୩ : ମେଦିନୀପୁର ଜିଲାର ନନ୍ଦିଗ୍ରାମରେ ହୋଇଥିବା ଜମି ଅଧିଗ୍ରହଣ ବିରୋଧୀ ଆନ୍ଦୋଳନକୁ ୧୬ ବର୍ଷ ପୂରଣ ହୋଇଛି। ଶାସକ ତୃଣମୂଳ କଂଗ୍ରେସ ଏବଂ ବିରୋଧୀ...

ପିଓକେରେ ୩ ଶହ ଆତଙ୍କବାଦୀଙ୍କୁ ଏକତ୍ରିତ କରିଛି ପାକିସ୍ତାନ ସୈନ୍ୟ ବାହିନୀ: ଗୋଇନ୍ଦା ରିପୋର୍ଟ

ଶ୍ରୀନଗର,୨୫।୬: ପାକ୍‌ ଅଧିକୃତ କଶ୍ମୀର(ପିଓକେ)ରେ ପୁଣି ପାକିସ୍ତାନ ସୈନ୍ୟ ବାହିନୀ ଆରମ୍ଭ କରିଛି ଆତଙ୍କବାଦୀ ଅନୁପ୍ରବେଶ ପ୍ରସ୍ତୁତି। ଏଠାରେଥିବା ୧୧ଟି ଲଞ୍ଚ୍‌ପ୍ୟାଡ୍‌ରେ ୩ ଶହରୁ ଅଧିକ...

ଟିକା ନେଲେ ପ୍ରଥମ ଓଡ଼ିଆ

ଲଣ୍ଡନ, ୧୦ା୧୨: ବ୍ରିଟେନରେ ସ୍ବାସ୍ଥ୍ୟକର୍ମୀ ଭାବେ କାର୍ଯ୍ୟରତ ଡ. ଶୈଳେଶ ମିଶ୍ର ପ୍ରଥମ ଓଡ଼ିଆ ଭାବେ କରୋନା ଟିକା ନେଇଛନ୍ତି। ମଙ୍ଗଳବାରଠାରୁ ବ୍ରିଟେନରେ ଫାଇଜର ଟିକାକରଣ...

ସଲମାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କ ମିଳିଲା ସୂଚନା

ମୁମ୍ବାଇ,୧୦।୬: ବଲିଉଡ ଅଭିନେତା ସଲମାନ ଖାନ ଏବଂ ପିତା ସଲିମ ଖାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କ ଶେଷରେ ସନ୍ଧାନ ମିଳିଛି। ସିଦ୍ଧୁ ମୂସେୱାଲାଙ୍କ ହତ୍ୟାକାରୀ...

Advertisement
Archives

Model This Week