Posted inଜାତୀୟ

ମାଗଣାରେ ୬ ମାସ ପାଇଁ ମହିଳାଙ୍କ ଲୁଗା ସଫା କରିବେ ଅଭିଯୁକ୍ତ

ମଧୁରାଇ,୨୩।୯: ମହିଳାଙ୍କୁ ଟଣାଓଟାର କରିବା ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗାଁରେ ରହୁଥିବା ପ୍ରତ୍ୟେକ ମହିଳାଙ୍କ ଲୁଗା ମାଗଣାରେ ଧୋଇବା ସହ ଆଇରନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିହାରର ମଧୁରାଇ କୋର୍ଟ। ଅଭିଯୁକ୍ତଙ୍କ ଜାମିନକୁ ମଞ୍ଜୁରି ଦେଲା ବେଳେ ଏଭଳି ଦଣ୍ଡାଦେଶ ଶୁଣାଇଥିଲେ ଅତିରିକ୍ତ ଜିଲା ଜଜ୍‌ ଅଭିନାଶ କୁମାର।

ତେବେ ଅଭିଯୁକ୍ତ ଜଣକ ଚଳିତ ବର୍ଷ ଅପ୍ରିଲରୁ ଜେଲରେ ଅଛନ୍ତି। ତାଙ୍କ ଓକିଲ ଜାମିନ ଆବେଦନ ବେଳେ କୋର୍ଟଙ୍କୁ କହିଥିଲେ, ଅଭିଯୁକ୍ତ ଜଣେ ୨୦ ବର୍ଷୀୟ ଯୁବକ। ତାଙ୍କ ପେଶା ପୋଷାକ ଧୋଇବା। ସେ ସମାଜର ହିତରେ କାର୍ଯ୍ୟ କରିବାକୁ ଚାହୁଁଛନ୍ତି।

ଜାମିନକୁ ମଞ୍ଜୁରି ଦେଲା ବେଳେ ଅଭିଯୁକ୍ତଙ୍କୁ ଆଗାମୀ ୬ ମାସ ପାଇଁ ମାଗଣାରେ ମହିଳାଙ୍କ ଲୁଗା ସଫା କରିବା ସହ ଆଇରନ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫଳ ପୂର୍ବରୁ ଘୋଡ଼ାବେପାର ଭୟ

ଗୁଆହାଟୀ/ଜୟପୁର, ୧୦।୪ ଆସାମରେ ବିଧାନସଭା ନିର୍ବାଚନ ଶେଷ ହେବା ସହ ଆରମ୍ଭ ହୋଇଛି ଲୁଚକାଳି ଖେଳ । କଂଗ୍ରେସର ୨୦ରୁ ଊର୍ଦ୍ଧ୍ୱ ବିଧାୟକ ପ୍ରାର୍ଥୀ ରାଜସ୍ଥାନ...

୨୦୨୦ରେ ଦୈନିକ ୩୧ ପିଲାଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ, ୧।୧୧(ପି.ଟି.): ଭାରତରେ ୨୦୨୦ରେ ଦୈନିକ ହାରାହାରି ୩୧ ଜଣ ପିଲା ଆତ୍ମହତ୍ୟା କରିଥିବା ସରକାରୀ ତଥ୍ୟରୁ ଜଣାପଡ଼ିଛି। କୋଭିଡ୍‌ ମହାମାରୀ ଯୋଗୁ ପିଲାମାନଙ୍କ ମନସ୍ତାତ୍ତ୍ୱିକ...

ଶରଣାର୍ଥୀଙ୍କୁ ଭାରତର ନାଗରିକତା ଦିଆଯାଉ କିନ୍ତୁ ୨୫ ବର୍ଷ ପର୍ଯ୍ୟନ୍ତ ଭୋଟଦାନ ଅଧିକାର ନ ମିଳୁ: ଶିବସେନା

ମୁମ୍ବାଇ,୯।୧୨: ନାଗରିକତା ସଂଶୋଧନ ବିଲ୍‌ ନେଇ ଶିବସେନା ପୁଣି ଥରେ ମନ୍ତବ୍ୟ ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଏହି ପ୍ରସ୍ତାବକୁ ଶିବସେନା ସମର୍ଥନ କରି...

ବିବେକ ଓବରୟଙ୍କ ଘର ଉପରେ ଚଢାଉ

ମୁମ୍ବାଇ,୧୫ ।୧୦: ବଲିଉଡ୍ ଅଭିନେତା ବିବେକ ଓବରୟଙ୍କ ଘରେ ବେଙ୍ଗାଲୁରୁ ପୋଲିସ ଦ୍ୱାରା ଚଢାଉ କରାଯାଇଛି । ବେଙ୍ଗାଲୁରୁ ପୋଲିସର ୨ ଜଣ ଇନସ୍‌ପେକ୍ଟର ଗୁରୁବାର...

ଘରୋଇ କମ୍ପାନୀର ଜଣେ କର୍ମଚାରୀ କରୋନା ସଂକ୍ରମିତ: ସ୍ବାସ୍ଥ୍ୟ ବିଭାଗର ନଜରରେ ୭ଶହରୁ ଊର୍ଦ୍ଧ୍ୱ କର୍ମଚାରୀ

ନୋଏଡା,୧୩।୩: ଭାରତରେ ଆଉ ଏକ କରୋନା ଭାଇରସ୍‌ ପଜିଟିଭ୍‌ ମାମଲା ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶ ନୋଏଡାରେ ଏକ ପ୍ରାଇଭେଟ୍‌ ଫାର୍ମରେ କାମ କରୁଥିବା ଜଣେ କର୍ମଚାରୀ...

ଆର୍ଯ୍ୟନଙ୍କୁ ଜାମିନ ମିଳିବା ପରେ ଓକିଲଙ୍କ ସହ ଫଟୋ ଉଠାଇଲେ

ମୁମ୍ବାଇ, ୨୮।୧୦ : କ୍ରୁଜ ଯାହଜରେ ଜବତ ହୋଇଥିବା ଡ୍ରଗ୍ସ ମାମଲାରେ ଆର୍ଯ୍ୟନ ଖାନଙ୍କୁ ଗୁରୁବାର ଜାମିନ ମିଳିବା ନେଇ ସ୍ପଷ୍ଟ ହୋଇଛି। ପୁଅକୁ ଜାମିନ...

ଭାଜପାରେ ସାମିଲ ହେବେନି ପାଇଲଟ, ଗଢିବେ କଂଗ୍ରେସ ପ୍ରଗତିଶୀଳ ପାର୍ଟି!

ଜୟପୁର,୧୩।୭: ରାଜସ୍ଥାନ ରାଜନୀତି ବେଳକୁ ବେଳ ନୂଆ ମୋଡ ନେଉଛି। ପୂର୍ବରୁ ଶୁଣିବାକୁ ମିଳିଥିଲା କି ସଚ୍ଚିନ ପାଇଲଟଙ୍କ ପାଖେ କେତେଜଣ ବିଧାୟକଙ୍କ ସମର୍ଥନ ରହିଛି...

କରୋନା ସଙ୍କଟରେ ବି ଟେଷ୍ଟ୍‌ କିଟ୍‌ ବିକ୍ରିରେ ୧୪୫ ପ୍ରତିଶତ ଲାଭ ନେଇଛନ୍ତି ଆମଦାନୀକାରୀ

ନୂଆଦିଲ୍ଲୀ,୨୭।୪: କରୋନା ସଂକ୍ରମଣ ନେଇ ଭାରତରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ସଂକ୍ରମିତଙ୍କୁ ଚିହ୍ନଟ ପାଇଁ ଚାଇନାରୁ ଆସିଥିବା ଟେଷ୍ଟ୍‌ କିଟ୍‌ ବିକ୍ରିରେ...

Advertisement
Archives

Model This Week