Posted inଜାତୀୟ

ବିହାର ନିର୍ବାଚନ: ମୋଦିଙ୍କ ରାଲି ଉପରେ ଜେଡିୟୁର ନଜର

ନୂଆଦିଲ୍ଲୀ,୧୦ ।୧୦: ପାଖେଇ ଆସିଲାଣି ବିହାର ବିଧାନସଭା ନିର୍ବାଚନ ତାରିଖ । ଏହାକୁ ନେଇ ସବୁ ରାଜନୈତିକ ଦଳ ମଧ୍ୟ ତତ୍ପର । ଏଥର ଭାରତୀୟ ଜନତା ପାର୍ଟି(ଭାଜପା) ସହ ମିଶି ନିର୍ବାଚନ ଲଢୁଥିବା ଜନତା ଦଳ ୟୁନାଇଟେଡ(ଜେଡିୟୁ) ବିଜୟ ଲକ୍ଷ୍ୟକୁ ଦୃଷ୍ଟିରେ ରଖି ଭାଜପାର୍ ଷ୍ଟାର ପ୍ରଚାରକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲିକୁ ଅପେକ୍ଷା ରଖିଛି । ନିର୍ବାଚନରେ ଏଲ୍‌ଜେପିର ଭୂମିକାକୁ ନେଇ ବହୁ ପ୍ରଶ୍ନ ଉଠୁଥିବା ବେଳେ ଜେଡିୟୁ ଏହି ମାମଲାରେ ମୋଦିଙ୍କ ମନୋଭାବକୁ ଜାଣିବାକୁ ଚାହୁଁଛି । ଯଦିଓ ଏଲ୍‌ଜେପିର ରଣତୀତି ଉପରେ ବିହାର ଭାଜପା ଆକ୍ରମଣ ମୁଡରେ ରହିଛି, ହେଲେ କେନ୍ଦ୍ର ଭାଜପା ଏପର୍ଯ୍ୟନ୍ତ ଏହାକୁ ନେଇ କୌଣସି ଟିପ୍ପଣୀ ଦେଇ ନ ଥିବାରୁ ଏହା ଜେଡିୟୁ ପାଇଁ ଟିକେ ଚିନ୍ତା ଜନକ ବିଷୟ ପାଲଟି ଯାଇଛି । ତେବେ ବିହାରରେ ହେବାକୁ ଥିବା ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦ରୁ ଅଧିକ ରାଲି କରିପାରିବେ ନାହିଁ । ତେଣୁ ବିଜୟ ଲକ୍ଷ୍ୟକୁ ଦେଖି ଏବେ ସମସ୍ତ ସହଯୋଗୀ ଅପେକ୍ଷା ରଖିଛନ୍ତି ମୋଦିଙ୍କ ରାଲିକୁ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri