Posted inଜାତୀୟ

ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ, ଅନେକ ହେବିଓ୍ବେଟ୍‌ଙ୍କ ଭାଗ୍ୟ ନିର୍ଦ୍ଧାରଣ

ପାଟନା,୩।୧୧: ବିହାରରେ ମଙ୍ଗଳବାର ସକାଳୁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ ଯୋଗେ ୨ୟ ପର୍ଯ୍ୟାୟରେ ବିହାରବାସୀଙ୍କୁ ପାଇଁ ଭୋଟ ଦେବା ପାଇଁ ଅନୁରୋଧ କରିଛନ୍ତି। ସମସ୍ତେ ଭୋଟ ଦେବାକୁ ଯାଆନ୍ତୁ। ସବୁ ମତଦାତାଙ୍କୁ ମୋର ଅନୁରୋଧ ଯେ ବହୁ ସଂଖ୍ୟାରେ ମତଦାନ କରି ଲୋକତନ୍ତ୍ରର ଏହି ମହୋତ୍ସବକୁ ସଫଳ କରାନ୍ତୁ। ଏହା ମଧ୍ୟରେ ସାମାଜିକ ଦୂରତାର ପାଳନ କରିବା ସହ ମାସ୍କ ପିନ୍ଧିବା ନିହାତି ଜରୁରୀ ବୋଲି ସେ କହିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ୧୪ ଶହ ୬୩ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଦ୍ୱିତୀୟ ପର୍ଯ୍ୟାୟରେ ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ଅଛନ୍ତି ଆରଜେଡି ନେତା ତେଜସ୍ବୀ ଯାଦବ। ତାଙ୍କ ବଡ ଭାଇ ତେଜ ପ୍ରତାପ ଯାଦବଙ୍କ ମଧ୍ୟ ଦ୍ୱିତୀୟ ପର୍ଯ୍ୟାୟରେ ଭାଗ୍ୟ ପରୀକ୍ଷା ହେବ। ସୂଚନାଯୋଗ୍ୟ, ୨୪୩ ଆସନ ବିଶିଷ୍ଟ ବିହାର ବିଧାନସଭା ନିର୍ବାଚନ ୩ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେଉଛି। ଗତ ୨୮ ତାରିଖରେ ପ୍ରଥମ ପର୍ଯ୍ୟାୟ ମତଦାନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲାଟୁରରେ ଭୂକମ୍ପ ଆତଙ୍କ ନେଇ ଲୋକେ ଆତଙ୍କିତ, ମାଟି ତଳୁ ଶୁଭୁଛି ରହସ୍ୟମୟ ଶବ୍ଦ…

ମୁମ୍ବାଇ,୧୬।୨ : ମହାରାଷ୍ଟ୍ରର ଲାଟୁର ସହରରେ ମାଟି ତଳୁ କିଛି ରହସ୍ୟମୟ ଶବ୍ଦ ଶୁଣିବାକୁ ମିଳୁଛି। ଯେଉଁଥିପାଇଁ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି।...

ମୋଦି ପୁଣି ଲୋକପ୍ରିୟ ତାଲିକାର ଶୀର୍ଷରେ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ଭାବେ ଶୀର୍ଷରେ ରହିଛନ୍ତି। ମର୍ନିଂ କନ୍ସଲ୍ଟ ଦ୍ୱାରା ପ୍ରକାଶିତ ଗ୍ଲୋବାଲ ଲିଡର...

ପାଇଲଟ୍‌ଙ୍କୁ ଭେଟିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ

ଭୋପାଳ,୨୮।୧୦: କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସଚିନ ପାଇଲଟ ଭାଜପା ଏମ୍‌ପି ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଭେଟିଛନ୍ତି। ଏହାକୁ ନେଇ ରାଜନୀତି ଜୋର ଧରିଛି।...

ସଂକ୍ରମିତଙ୍କୁ ଶୋଷୁଛି ଘରୋଇ ହସ୍ପିଟାଲ

ନୂଆଦିଲ୍ଲୀ,୩୧।୫: ମହାମାରୀ କରୋନା ଲୋକଙ୍କ ନିଦ ହଜାଇ ଦେଇଛି। ଭାରତରେ କରୋନା ରୋଗୀଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ପର୍ଯ୍ୟାପ୍ତ ସରକାରୀ...

ବିହାରରେ ପୁଣି ନୀତିଶ-ସୁଶୀଲଙ୍କ ସରକାର: ଏନ୍‌ଡ଼ିଏର ନିଷ୍ପତ୍ତି

ପାଟନା,୧୫।୧୧: ବିହାରରେ ପୁଣି ନୀତିଶ କୁମାର ଏବଂ ସୁଶୀଲ ମୋଦିଙ୍କ ଯୋଡ଼ି ଶାସନ ଡୋର ଧରିବେ। ଏନେଇ ରବିବାର ଏନ୍‌ଡ଼ିଏ ବୈଠକରେ ସ୍ଥିର ହୋଇଛି। ନିତୀଶଙ୍କୁ...

ରାଜୀବ ଗାନ୍ଧୀ ଫାଉଣ୍ଡେଶନକୁ ନେଇ ଗାନ୍ଧୀ ପରିବାରକୁ ଟାର୍ଗେଟ କଲା ଭାଜପା, କହିଲା ଚାଇନରୁ ବି ହୋଇଛି ଫଣ୍ଡିଂ

ନୂଆଦିଲ୍ଲୀ,୨୩ ।୧୦: ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ରବିବାର ୨୩ ଅକ୍ଟୋବରରେ ରାଜୀବ ଗାନ୍ଧୀ ଫାଉଣ୍ଡେଶନର ଏଫସିଆରଏ ଲାଇସେନ୍ସ ରଦ୍ଦ କରି ଦେଇଛି । ମନ୍ତ୍ରଣାଳୟ ପକ୍ଷରୁ ଏହି...

କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ, ୧୫।୧୨(ପି.ଟି.): ଭାରତରେ ୧୯୭୫ରେ ଜାରି ହୋଇଥିବା ଜରୁରୀ ପରିସ୍ଥିତି (ଏମର୍ଜେନ୍ସି)କୁ ସମ୍ପୂର୍ଣ୍ଣ ଅସାମ୍ବିଧାନିକ ଘୋଷଣା କରିବା ଲାଗି ଜଣେ ୯୪ ବର୍ଷୀୟ ମହିଳା ସୁପ୍ରିମକୋର୍ଟରେ...

ବିରୋଧୀ ଏମ୍‌ପିଙ୍କୁ ସକାଳ ଜଳଖିଆ ପାଇଁ ନିମନ୍ତ୍ରଣ କଲେ ରାହୁଲ

ନୂଆଦିଲ୍ଲୀ,୨।୮: ସଂସଦରେ ବର୍ତ୍ତମାନ ମୌସୁମୀ ଅଧିବେଶନ ଚାଲିଛି। ଅଧିବେଶନ ଆରମ୍ଭ ହେବା ଦିନରୁ ଗୃହରେ ଲଗାତର ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ବିଶେଷ କରି କେବେ...

Advertisement
Archives

Model This Week