Posted inଜାତୀୟ

ବିହାର ନିର୍ବାଚନ ଫଳାଫଳ: ଏନ୍‌ଡିଏକୁ ପଛରେ ପକାଇଲା ମହାମେଣ୍ଟ

ପାଟନା,୧୦।୧୧:ବିହାର ବିଧାନସଭା ନିର୍ବାଚନ ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରାରମ୍ଭିକ ଗଣତି ଅନୁଯାୟୀ, ନୀତିଶ ଓ ଏନଡିଏକୁ ପଛରେ ପକାଇ ଦେଇଛି ଆରଜେଡି ନେତୃତ୍ୱାଧୀନ ମହାମେଣ୍ଟ। ମହାମେଣ୍ଟ ୧୦୩ ଆସନରେ ଆଗରେ ଥିବାବେଳେ ଜେଡିୟୁ ନେତୃତ୍ୱାଧୀନ ଏନଡିଏ ୯୬ଟି ଆସନରେ ଆଗୁଆ ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡରୁ ଜଣାପଡୁଛି ବିହାରରେ ଏଥର ତେଜସ୍ବୀ ଯାଦବଙ୍କୁ ଲୋକେ ମୁଖ୍ୟମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଛନ୍ତି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାଗଠବନ୍ଧନ ଭଲ ଆରମ୍ଭ କରିଥିବା ବେଳେ ଏହାକୁ କେତେ ସଂଖ୍ୟାରେ ପହଞ୍ଚାଇପାରୁଛି ତାହା ଉପରେ ସମସ୍ତଙ୍କର ନଜର ରହିଛି। ସୂଚନାଯୋଗ୍ୟ, ୨୪୩ ସଭ୍ୟ ବିଶିଷ୍ଟ ରାଜ୍ୟ ବିଧାନସଭାରେ ୧୨୨ ମ୍ୟାଜିକ୍‌ ନମ୍ବର ରହିଛି। ଏହି ନମ୍ବରକୁ ଯେଉଁ ମେଣ୍ଟ ପାର୍‌ କରିବ ସେ ହିଁ ରାଜ୍ୟରେ ସରକାର ଗଢିବ।

 


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri