Posted inଜାତୀୟ

ଆଉ ମୁଖ୍ୟମନ୍ତ୍ରୀ ହେବେନି ନୀତୀଶ! ଭାଜପା ଦେଲା ଏମିତି ସଙ୍କେତ, ବଢିଲା ସସ୍‌ପେନ୍ସ

ନୂଆଦିଲ୍ଲୀ,୧୭।୧୦: ବିହାରରେ ନିର୍ବାଚନୀ ପରିବେଶ ସମ୍ପୂର୍ଣ୍ଣ ସରଗରମ। ଏନଡିଏ ଏବଂ ମହାଗଠବନ୍ଧନ ଉଭୟ ଆସନ ବଣ୍ଟନ ଏବଂ ପ୍ରାର୍ଥୀ ଘୋଷଣା କରିଛନ୍ତି। ନାମାଙ୍କନ ପ୍ରକ୍ରିୟା ଚାଲିଛି, ଏବଂ ନେତାମାନେ ଭୋଟ ପାଇଁ ପ୍ରଚାର କରୁଛନ୍ତି। କିନ୍ତୁ ଏଥର ସବୁଠାରୁ ବଡ଼ ପ୍ରଶ୍ନ ହେଉଛି ଯଦି ଏନଡିଏ ଜିତିଥାଏ ତେବେ ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ହେବେ କି?

ଯଦିଓ ନୀତୀଶ କୁମାରଙ୍କ ନେତୃତ୍ୱରେ ଏନଡିଏ ନିର୍ବାଚନ ମଇଦାନରେ ପ୍ରବେଶ କରିଛି, ତାଙ୍କ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଅନିଶ୍ଚିତତା ବଢ଼ିବାରେ ଲାଗିଛି। ଦୁଇ ପ୍ରମୁଖ ନେତା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡକରୀଙ୍କ ବୟାନ ଦ୍ୱାରା ଏହି ସସ୍‌ପେନ୍ସ ଆହୁରି ଘନୀଭୂତ ହୋଇଛି। ଉଭୟ ନେତା ସ୍ପଷ୍ଟ ଭାବରେ କହିଛନ୍ତି ଯେ ନିର୍ବାଚନ ପରେ କିଏ ମୁଖ୍ୟମନ୍ତ୍ରୀ ହେବେ ତାହା ବିଧାୟକ ଦଳ ନିଷ୍ପତ୍ତି ନେବ, ଯାହା ରାଜନୈତିକ ମହଲରେ ଉଷ୍ମ ବିତର୍କ ସୃଷ୍ଟି କରିଛି।

ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡକରୀ କହିଛନ୍ତି, “ବିହାରରେ ନିଶ୍ଚିତ ଭାବରେ ଏନଡିଏ ସରକାର ଗଠନ ହେବ, କିନ୍ତୁ ମୁଖ୍ୟମନ୍ତ୍ରୀ କିଏ ହେବେ ସେ ନିଷ୍ପତ୍ତି ନିର୍ବାଚନ ପରେ ଏନଡିଏ, ଭାଜପା ଏବଂ ଜେଡିୟୁର ହାଇକମାଣ୍ଡ ମିଳିତ ଭାବରେ ନେବେ। ଗଡକରୀ ଆହୁରି କହିଛନ୍ତି, ମୁଁ ଏ ନିଷ୍ପତ୍ତି ଏକା ନେଇପାରିବି ନାହିଁ।” ଏପରି ନିଷ୍ପତ୍ତି ଦଳର ସଂସଦୀୟ ବୋର୍ଡ ଦ୍ୱାରା ନିଆଯାଇଥାଏ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri