Posted inଜାତୀୟ

ବିହାର ନିର୍ବାଚନ: ୩ ଯୁବ ଚେହେରା ନେଇ ଚର୍ଚ୍ଚା…

ପାଟନା, ୫।୧୦: ବିହାର ବିଧାନସଭା ନିର୍ବାଚନରେ ଭୋଟରଙ୍କୁ ଆକର୍ଷିତ କରିବା ଲାଗି ବିଭିନ୍ନ ଦଳ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଚଳିତ ନିର୍ବାଚନରେ ଭାଜପା, ଆର୍‌ଜେଡ଼ି ଏବଂ ଏଲ୍‌ଜେପି ପକ୍ଷରୁ ୩ ଯୁବ ଚେହେରାଙ୍କୁ ନେଇ ଭୋଟ ରାଜନୀତି କରିବେ ବୋଲି ଚର୍ଚ୍ଚା ହେଉଛି। ଆର୍‌ଜେଡ଼ିର ତେଜସ୍ବୀ ଯାଦବ ଏବଂ ଏଲ୍‌ଜେପିର ଚିରାଗ ପାସଓ୍ବାନ ସଧାସଳଖ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ସହିତ ଲଢ଼ିବା ଲାଗି ଅଣ୍ଟା ଭିଡ଼ିଛନ୍ତି। ଦୁଇ ଯୁବ ନେତା ଭୋଟରଙ୍କ ପାଇଁ ଆଶାର ଆଲୋକ ପାଲଟିବେ ବୋଲି ରାଜ୍ୟ ରାଜନୀତିରେ ଚର୍ଚ୍ଚା ହେଉଛି। ତେଜସ୍ବୀ ରାଜନୀତିରେ ପ୍ରବେଶ କରିବା ପୂର୍ବରୁ କ୍ରିକେଟ ଖେଳୁଥିଲେ। ସେ ଆଇପିଏଲ୍‌ ପର୍ଯ୍ୟନ୍ତ ପହଞ୍ଚିଥିଲେ ବି ପଡ଼ିଆରେ ଖେଳିବା ପୂର୍ବରୁ ରାଜନୀତିରେ ପ୍ରବେଶ କରିଥିଲେ। ସେହିପରି ଚିରାଗ ବଲିଉଡ୍‌ରେ କେତେକ ଫିଲ୍ମରେ ଅଭିନୟ କରିଛନ୍ତି। ଅପରପକ୍ଷରେ ଭାଜପା ପକ୍ଷରୁ ଶୁଟର ଶ୍ରେୟସୀ ସିଂଙ୍କୁ ନିର୍ବାଚନରେ ଯୁବ ଚେହେରା ଭାବେ ପରଖା ଯାଉଛି। ଶ୍ରେୟସୀଙ୍କ ଲୋକପ୍ରିୟତା ଭାଜପା ପାଇଁ କେତେଦୂର ସଫଳତା ଆଣୁଛି ସେ ନେଇ ନାନା କଳ୍ପନା ଜଳ୍ପନା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ

ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri