Posted inଜାତୀୟ

ବିହାର ନିର୍ବାଚନ: ୯୪ ଆସନରେ ମଙ୍ଗଳବାର ମତଦାନ

ପାଟନା,୨।୧୧: ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୯୪ଟି ଆସନରେ ମତଦାନ ମଙ୍ଗଳବାର କରାଯିବ। ଏସବୁ ଆସନ ମଧ୍ୟରୁ ୫୦ ଏବେ ଏନ୍‌ଡ଼ିଏ ଦଖଲରେ ରହିଛି। ସେହିପରି ୪୧ ଆସନ ମହାମେଣ୍ଟ ଖାତାରେ ରହିଛି। ୨୦୧୫ ବିଧାନସଭା ନିର୍ବାଚନରେ ଆର୍‌ଜେଡି, ଜେଡ଼ିୟୁ ଏବଂ କଂଗ୍ରେସ ମହାମେଣ୍ଟ ଏସବୁ ଆସନର ୯୦ ମଧ୍ୟରୁ ୭୦ରେ ବିଜୟ ଲାଭ କରି ଭାଜପାକୁ କଡ଼ା ଆହ୍ବାନ ଦେଇଥିଲା। ତେବେ ୫ ବର୍ଷ ପରେ ଏବେ ରାଜନୈତିକ ମାନଚିତ୍ର ବଦଳି ଯାଇଛି। ଏବେ ଜେଡ଼ିୟୁ ଭାଜପା ସହିତ ମିଶି ନିର୍ବାଚନ ଲଢୁଛି। ଅପରପକ୍ଷରେ ଏଲ୍‌ଜେପି ଏବଂ ଭାଜପା ମଧ୍ୟ ଗୁପ୍ତ ବୁଝାମଣା ହୋଇଥିବା ନେଇ ଚର୍ଚ୍ଚା ହେଉଛି। ଏସବୁ ଆସନରେ ଆର୍‌ଜେଡ଼ିର ୫୬ ପ୍ରାର୍ଥୀ, ଭାଜପାର ୪୬, ଜେଡ଼ିୟୁର ୪୩ ଏବଂ କଂଗ୍ରେସର ୨୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ସେହିପରି ସିପିଆଇ-ଏମ୍‌ଏଲ୍‌ର ୬, ସିପିଆଇର ୪, ସିପିଏମ୍‌ର ୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ରାଜନୀତିକୁ ଆସିବା ନେଇ… ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୭: ‘କକ୍ରୋଚ ଜନତା ପାର୍ଟି’ (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ସାକ୍ଷାତକାରରେ ନିଟ (NEET) ପ୍ରଶ୍ନପତ୍ରଲିକ ସଂଶୋଧନ ବିଲ, ଛାତ୍ର ଆନ୍ଦୋଳନ ଏବଂ ସରକାରଙ୍କ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲେ କାର୍ତ୍ତିକ ଆର୍ଯ୍ୟନ: ମୁଖ୍ୟମନ୍ତ୍ରୀ କହିଲେ ବାଃ ବାଃ

ଆସାମରେ ଭୟଙ୍କର ବନ୍ୟା। ଲକ୍ଷ ଲକ୍ଷ ଲୋକ ନିଜ ଘର ଛାଡି ବିସ୍ଥାପିତ ହୋଇଛନ୍ତି। ଅନେକ ଲୋକଙ୍କ ଜୀବନ ଯାଇଛି ଏବଂ ପରିସ୍ଥିତି ଖରାପ ଆଡ଼କୁ ଗତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri