Posted inଜାତୀୟ

ନୀତୀଶଙ୍କ ମନ୍ତ୍ରିମଣ୍ଡଳର ହେଲା ବିଭାଗ ବଣ୍ଟନ

ପାଟନା,୧୭ ।୧୧: ବିହାରରେ ନୀତୀଶ କୁମାରଙ୍କ ନେତୃତ୍ୱରେ ଏନ୍‌ଡିଏ ସରକାର ଗଠନ କରିଛି । ସୋମବାର ନୀତୀଶ କୁମାର ସପ୍ତମଥର ଲାଗି ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ବେଳେ ତାଙ୍କ ସହ ୧୪ ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିଥିଲେ । ନୀତୀଶଙ୍କୁ ରାଜ୍ୟପାଳ ଫଗୁ ଚୌହ୍ୱାନ ପଦ ଓ ଗୋପୀୟତାର ଶପଥ ପାଠ କରାଇଥିଲେ । ଶପଥ ଗ୍ରହଣ କରିଥିବା ମନ୍ତ୍ରୀମାନଙ୍କ ମଧ୍ୟରେ ମଙ୍ଗଳବାର ବିଭାଗ ବଣ୍ଟନ କରାଯାଇଛି । ଏହାସହ ହୋଇଥିବା କ୍ୟାବିନେଟ ବୈଠକରେ ନଭେମ୍ବର ୨୩-୨୭ ପର୍ଯ୍ୟନ୍ତ ଶୀତକାଳିନ ଅଧିବେଶ ହେବ ବୋଲି ସ୍ଥିର କରାଯାଇଛି । ସେତେବେଳେ ନବନିର୍ବାଚିତ ବିଧାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଯିବ । ପ୍ରୋଟେମ ସ୍ପିକର ଏହି ଶପଥ ପାଠ କରାଇବେ । ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନ ରାମ ମାଝି ପ୍ରୋଟେମ ସ୍ପିକର ଦାୟିତ୍ୱ ନେବେ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପବଜୀ ବ୍ୟାନ୍‌ ଆଶଙ୍କାରେ ନେଲା ଏମିତି ପଦକ୍ଷେପ

ଭାରତରେ ପ୍ରତିବନ୍ଧକକୁ ଏଡାଇବା ପାଇଁ ପବଜୀ ମୋବାଇଲ ୟୁଜର୍ସଙ୍କ ଗୋପନୀୟତା ନୀତିକୁ ଅପଡେଟ୍‌ କରିଛି। ଭାରତରେ ଚାଇନାର ଆପ ନିଷେଧକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ...

ପ୍ରମାଣ ଜାଲିଆତିକୁ ଭୟ

ନୂଆଦିଲ୍ଲୀ,୨।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲା ଭିନ୍ନ ମୋଡ଼ ନେଉଥିବାବେଳେ ସୁଶାନ୍ତଙ୍କ ଭଉଣୀ ଶ୍ୱେତା ସିଂ କୀର୍ତ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ଶାରିରୀକ ସମ୍ପର୍କ ନ ରଖିବାକୁ ସ୍ତ୍ରୀ ରାଣ ପକାଇବାରୁ ସ୍ବାମୀ ନେଲେ ଏମିତି ନିଷ୍ପତ୍ତି

ଅହମଦାବାଦ୍‌,୧୧।୮: ଗୁଜରାଟର ଅହମଦାବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କୁ ଆତ୍ମହତ୍ୟା ପାଇଁ ଉସ୍‌କାଇଥିବା ଅଭିଯୋଗରେ ଜଣେ ମହିଳାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ମୃତ...

ତାଞ୍ଜାଭୁର ମନ୍ଦିରରେ ବଡ଼ ଅଘଟଣ: ୩ଶିଶୁ ସମେତ ୧୧ଜଣଙ୍କ ମୃତ୍ୟୁ, ଅନେକ ଆହତ

ଚେନ୍ନାଇ,୨୭।୪: ତାମିଲନାଡୁରେ ଏକ ବଡ଼ ଅଘଟଣ ଘଟିଛି। ମନ୍ଦିରରେ ଶୋଭାଯାତ୍ରା ସମୟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୧୧ଜଣଙ୍କ ମୃତ୍ୟୁ ହୋଇଛି। ସୂଚନା ମୁତାବକ ବୁଧବାର ସକାଳେ...

ଟେଷ୍ଟ କମିବାରୁ ହ୍ରାସ ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨।୫: ରାଜଧାନୀ ଦିଲ୍ଲୀରେ ଗତ କିଛି ଦିନରୁ କରୋନା ମାମଲା ବୃଦ୍ଧି ପାଉଥିବା ବେଳେ ସୋମବାର ଏହି ସଂଖ୍ୟା ହ୍ରାସ ପାଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ...

ଜୁଲାଇ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ଚନ୍ଦ୍ରାୟନ-୩ ଲଞ୍ଚ …

ହାଇଦ୍ରାବାଦ,୨୨।୫ : ଉଚ୍ଚାଭିଳାଷୀ ମିଶନ ଅଧୀନରେ ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ) ଜୁଲାଇ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ଚନ୍ଦ୍ରାୟନ-୩ ଲଞ୍ଚ କରିପାରେ। ମହାକାଶଯାନ...

କରୋନା ମାର୍ଗଦର୍ଶିକାକୁ ଫୁ: ଭାଜପା ନେତାଙ୍କ ନାତୁଣୀ ନିର୍ବନ୍ଧରେ ୬ ହଜାରରୁ ଅଧିକ ଅତିଥି

ସୁରଟ,୨।୧୨: ଗୁଜରାଟରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ଏଥିରୁ ଦୂରେଇ ରହିବା ପାଇଁ କଡ଼ା ମାର୍ଗଦର୍ଶିକା ଜାରି କରାଯାଇଛି। ତେବେ...

ରେଳଧାରଣାରେ ଯାଇଛି ୮,୭୦୦ ଜୀବନ

ନୂଆଦିଲ୍ଲୀ, ୩।୬(ପି.ଟି.): ୨୦୨୦ରେ ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳ ଯଥେଷ୍ଟ ହ୍ରାସ ସତ୍ତ୍ୱେ ରେଳଧାରଣାରେ ୮,୭୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ସେମାନଙ୍କ...

Advertisement
Archives

Model This Week