Posted inଜାତୀୟ

ମଦ ମାଫିଆ ଅନିଲ ସିଂ ଗିରଫ, ଅପରେଶନ କ୍ଲିନରେ ୨୭୧ ଆରେଷ୍ଟ

ପାଟନା,୧୮ ।୧୨: ଛତରା, ଶିୱାନ ଓ ବେଗୁସରାଇରେ ବିଶାକ୍ତ ମଦ ଯୋଗୁ ହେଉଥିବା ମୃତ୍ୟୁ ପରେ ଏବେ ଏହା ଉପରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଯାଇଛି । ଛତାର ପୋଲିସ ଦ୍ୱାରା ବିଶାକ୍ତ ମଦ କାରବାର ମାମଲାରେ ଜଣଙ୍କୁ ଗିରଫ କରାଯାଇଛି । ଏହି ଘଟଣା ପାଇଁ ଗଠିତ ହୋଇଥିବା ଏସଆଇଟି ଟିମ ମଦ ମାଫିଆ ଅନିଲ ସିଂଙ୍କୁ ଗିରଫ କରିଛି । ଏପଟେ ଅପରେଶନ କ୍ଲିନ ମାଧ୍ୟମରେ ୨୭୧ ମଦ ବ୍ୟବସାୟୀଙ୍କୁ ଗିରଫ କରାଯାଇଛି । ଏହା ବ୍ୟତୀତ ୬,୩୩୫ ଲିଟର ମଦ ଓ ୨୧ଟି ଗାଡିକୁ ଜବତ କରାଯାଇଛି ।
ସୂଚନାଯୋଗ୍ୟ, କିଛିଦିନ ହେବ ବିହାରରେ ବିଶାକ୍ତ ମଦ ପିଇ ଅନେକଙ୍କର ମୃତ୍ୟୁ ହେବା ପରେ ଏବେ ଏହାକୁ ନେଇ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରାଯାଇଛି । ଏହାସହ ଏହି ଘଟଣାକୁ ନେଇ ରାଜନୀତି ବି ହୋଇଛି ସରଗରମ । ବିରୋଧି ରାଜ୍ୟ ସରକାରଙ୍କୁ ଏଥିପାଇଁ ଦୋଷ ଦେଉଥିବା ବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏହାକୁ ନେଇ ନିଜ ଭୂଲ ନ ମାନିବାକୁ ଚେଷ୍ଟା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

ଶେଷ ଓଭରରେ ଦିଲ୍ଲୀର ରୋମାଞ୍ଚକ ବିଜୟ

ବେଙ୍ଗାଲୁରୁ,୧୮ା୪: ଡେଭିଡ୍‌ ମିଲରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଖେଳାଯାଇଥିବା ଏକ ରୋମାଞ୍ଚକ ଆଇପିଏଲ୍‌ ମ୍ୟାଚ୍‌ରେ ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ବାପା ହେଲେ ଷ୍ଟାର ଅଲରାଉଣ୍ଡର ରଶିଦ ଖାନ

ନୂଆଦିଲ୍ଲୀ,୧୮ା୪: ଆଫଗାନିସ୍ତାନ ଓ ଗୁଜରାଟ ଟାଇଟନ୍ସ (ଜିଟି) ଷ୍ଟାର ଅଲରାଉଣ୍ଡର ରଶିଦ ଖାନ ଶନିବାର ଏକ ପୁତ୍ର ସନ୍ତାନର ପିତା ହୋଇଛନ୍ତି। ରଶିଦ ସୋସିଆଲ ମିଡିଆରେ ଏକ…

ଚାକିରି ଜୀବନରେ ସାଉଁଟିଥିବା ସ୍ମୃତିକୁ ମନେ ପକାଇ ଗୋପାଳକୃଷ୍ଣ କହିଲେ ଅବସର ପରେ…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ର ସମ୍ପାଦକ ଗୋପାଳକୃଷ୍ଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ସମବାୟ…

ଜୁନାଗଡ଼ରେ ଏନଫୋର୍ସ ଟିମର ଖାଦ୍ୟ ସାମଗ୍ରୀ ଯାଞ୍ଚ

ଜୁନାଗଡ଼,୧୮।୪(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ଏନଫୋର୍ସ ଟିମ ପକ୍ଷରୁଖାଦ୍ୟ ସାମଗ୍ରୀ ଯାଞ୍ଚ କରାଯାଇଛି। ଏହି ଟିମରେ ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ,ଜୁନାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri