Posted inଜାତୀୟ

ଲୋକ ସଭାରେ ବିହାର ମଦମୃତ୍ୟୁ ତାତି…

ନୂଆଦିଲ୍ଲୀ,୧୪।୧୨ : ବିହାର ମଦମୃତ୍ୟୁ ତାତି ଲୋକ ସଭାରେ ଦେଖିବାକୁ ମିଳିଛି। ବୁଧବାର ଭାଜପା ସଦସ୍ୟ ଲୋକ ସଭାରେ ବିହାରରେ ଘଟିଥିବା ମଦ ମାମଲା ପ୍ରସଙ୍ଗ ଉଠାଇ ସରନ ପୋଲିସ ଅଧୀକ୍ଷକଙ୍କୁ ତୁରନ୍ତ ନିଲମ୍ବନ କରିବାକୁ ଦାବି କରିଛନ୍ତି। ଜନାର୍ଦ୍ଦନ ସିଂ ସିଗ୍ରିୱାଲ ଦାବି କରିଛନ୍ତି ଯେ ବିହାରରେ ପ୍ରତିଦିନ ବେଆଇନ ମଦ୍ୟପାନ ଯୋଗୁଁ ଶହ ଶହ ଲୋକଙ୍କ ମୃତ୍ୟୁ ଘଟୁଛି।

ସେ କହିଛନ୍ତି ଯେ ବିହାରର ସରନ ଜିଲାରେ ହୋଇଥିବା ବିଷାକ୍ତ ମଦ୍ୟପାନ ଘଟଣାରେ ୧୨ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଇଶୁପୁର ପୋଲିସ ଷ୍ଟେଶନ ଅଞ୍ଚଳରେ ବେଆଇନ ମଦ୍ୟପାନ ପରେ ସମ୍ପୃକ୍ତ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ବହୁ ଲୋକ ଅସୁସ୍ଥ ହୋଇପଡିଥିଲେ। ଏନେଇ ରାଜ୍ୟ ସରକାର ତୁରନ୍ତ ପଦକ୍ଷେପ ନେବା ଜରୁରୀ ବୋଲି ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

କଲ୍ୟାଣ ବାନାର୍ଜୀଙ୍କ ଉପରେ ଆକ୍ରମଣ ନେଇ ଆସିଲା ମମତାଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ ଭାଜପା…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ନେତାଙ୍କ ଉପରେ ଆକ୍ରମଣ ଅଭିଯୋଗ ନେଇ ଭାରତୀୟ ଜନତା ପାର୍ଟି…

ଉତ୍ତରାଖଣ୍ଡରେ ହଠାତ୍‌ ବଦଳିଗଲା ପାଗ, କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି

ଡେରାଡୁନ୍‌,୩୧ା୫: ରବିବାର ଉତ୍ତରାଖଣ୍ଡରେ ହଠାତ୍‌ ପାଗର ପରିବର୍ତ୍ତନ ହୋଇଥିଲା। ଫଳରେ ପର୍ବତଠାରୁ ସମତଳ ଅଞ୍ଚଳ ପର୍ଯ୍ୟନ୍ତ ସବୁକିଛି ଥରାଇ ଦେଇଥିଲା। କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି ଘଟିଛି।…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri