ବଢ଼ିଲା ଲକ୍‌ଡାଉନ ଅବଧି

ପାଟନା,୧୭।୮: ବିହାରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ପାର କରିଛି। ରାଜ୍ୟରେ ବଢ଼ୁଥିବା କରୋନା ମାମଲାକୁ ଦେଖି ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ବର୍ତ୍ତମାନ ରାଜ୍ୟରେ ସେପ୍ଟେମ୍ବର ୬ଯାଏଁ ଲକ୍‌ଡାଉନ କଟକଣା ଜାରି ରହିବ। ତେବେ ଏହି ସମୟରେ କେତେକ କଟକଣାକୁ କୋହଳ କରାଯିବ। ରାଜ୍ୟର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏନେଇ ମଙ୍ଗଳବାର ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଏହା ପୂର୍ବରୁ ଅଗଷ୍ଟ ୧୬ ଯାଏଁ ରାଜ୍ୟରେ ଲକ୍‌ଡାଉନ ଜାରି ରହିଥିଲା। ସୂଚନାଯୋଗ୍ୟ, ବିହାର ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ପାର କରିଛି। ସେଥିମଧ୍ୟରୁ ୭୨ ହଜାରରୁ ଊର୍ଦ୍ଧ୍ୱ ରୋଗୀ ସୁସ୍ଥ ହୋଇଥିବା ବେଳେ ୩୧ହଜାର ଚିକିତ୍ସାଧିନ ଓ ୪୬୧ଜଣଙ୍କ ମୃତ୍ୟୁ ଘଟିସାରିଛି। ବିହାରରେ କରୋନା ପ୍ରକୋପକୁ ଦେଖି ନୀତୀଶ ସରକାର କେତେକ କଟକଣା ଜାରି କରିଛନ୍ତି। ସକାଳ ୧୦ଟାରୁ ରାତି ୫ଟା ପର୍ଯ୍ୟନ୍ତ ନାଇଟ କର୍ଫ୍ୟୁ ଜାରି ରହିବା ସହ କୋଭିଡ ନିୟାମାନୁସାରେ ଦୋକାନ ବଜାର ଖୋଲା ରହିବ। ତେବେ ଶପିଂ ମଲ୍‌ ଓ ଧାର୍ମିକ ସ୍ଥଳକୁ ଏବେ ଖୋଲିବାକୁ ସରକାର ଅନୁମତି ଦେଇ ନ ଥିବା ସୂଚନା ରହିଛି। ସେହିପରି ରେଷ୍ଟୁରାଣ୍ଟରେ କେବଳ ହୋମ୍‌ ଡେଲିଭରି ପାଇଁ ଅନୁମତି ଦିଆଯାଇଥିବା ବେଳେ ସରକାରୀ କାର୍ଯ୍ୟାଳୟରେ ମାତ୍ର ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାମ କରିବାକୁ ଅନୁମତି ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri